Masthead

ମୋଦିଙ୍କୁ ଭେଟିଲେ ହେମନ୍ତ ସୋରେନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ହେମନ୍ତ ସୋରେନ । ଆଜି ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଉଭୟ ନେତାଙ୍କ ମଧ୍ୟରେ ଔପଚାରିକ ସାକ୍ଷାତ,ଆଲୋଚନା ହୋଇଛି । ଏହାର ଫଟୋ ପ୍ରଧାନମନ୍ତ୍ରୀଙ୍କ କାର୍ୟ୍ୟାଳୟର ସୋଶାଲ ମିଡିଆ ଆକାଉଣ୍ଟରେ ଅପଲୋଡ ହୋଇଥିବା ବେଳେ ଉଭୟଙ୍କ ମଧ୍ୟରେ କେଉଁ ପ୍ରସଙ୍ଗରେ ଆଲୋଚନା ହୋଇଛି ତାହା ସ୍ପଷ୍ଟ ହୋଇନି। ତେବେ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଆରମ୍ଭ ହୋଇ ଯାଇଛି।

ଜମି ଦୁର୍ନୀତି ମାମଲାରେ ହାଇକୋର୍ଟରୁ ଜାମିନ ପାଇବା ପରେ ଗତ ଜୁନ୍‌ ୨୮ରେ ହେମନ୍ତ ସୋରେନ ଜେଲ୍‌ରୁ ମୁକୁଳିଥିଲେ । ଏହାରେ ସେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ