Masthead

ମୋଦି-କମଳା ହାରିସଙ୍କ ମିଟିଂ

(ବଡ଼ ଖବର ବ୍ୟୁରୋ): ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ହ୍ୱାଇଟ ହାଉସରେ କମଳା ହାରିସଙ୍କୁ ଭେଟିଛନ୍ତି । ଆଲୋଚନା ବେଳେ ଆତଙ୍କବାଦୀ ପ୍ରସଙ୍କ ଉଠାଇଛନ୍ତି । କମଳା ହାରିସ କହିଛନ୍ତି ପାକିସ୍ତାନ ମାଟିରେ କେତେକ ଆତଙ୍କବାଦୀ ସଂଗଠନ ସକ୍ରିୟ ଅଛନ୍ତି । ଇସଲାମାବାଦ କାର୍ଯ୍ୟକଳାପ ଉପରେ ଆମେରିକା ନଜର ରଖିଛି ।

ତାଲିବାନ ସହ ପାକିସ୍ତାନର ସମ୍ପର୍କକୁ ନେଇ ମଧ୍ୟ ଆଲୋଚନା କରିଛନ୍ତି। ବୈଠକରେ କୋଭିଡ, ଜଳବାୟୁ ପରିବର୍ତ୍ତନ, ଆତଙ୍କବାଦ, ସାଇବର ସୁରକ୍ଷା, ଅନ୍ତରିକ୍ଷ ସହ ଅନ୍ୟ ପ୍ରସଙ୍ଗକୁ ନେଇ ଆଲୋଚନା କରିଛନ୍ତି । ଆଲୋଚନା ବେଳେ ଦୁନିଆରେ ଲୋକତନ୍ତ୍ର ବିପଦରେ ଥିବା କହିଛନ୍ତି କମଳା ହାରିସ । ଏହି ସ୍ଥିତିକୁ ସୁଧାରିବା ପାଇଁ ଭାରତ-ଆମେରିକା ଏକାଠି କାମ କରିବେ । ମୋଦି କମଳା ହାରିସଙ୍କୁ ଭାରତ ଆସିବା ପାଇଁ ମଧ୍ୟ ନିମନ୍ତ୍ରଣ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ