ମୋଦି-ଶାହ, ରାହୁଲ ଗାନ୍ଧି ଆଗୁଆ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନର ଆରମ୍ଭ ହୋଇଯାଇଛି ଗଣତି । ଉତ୍ତରପ୍ରଦେଶର ବାରାଣସୀ ଲୋକସଭା ଆସନରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଗୁଆ ଅଛନ୍ତି । ସେହିପରି ଅମିତ ଶାହ ଗାନ୍ଧିନଗର ଲୋକସଭା ଆସନରୁ ୭୩୧୧ ଭୋଟ୍‌ରେ ଆଗୁଆ ଅଛନ୍ତି । ସେହିପରି ସ୍ମୃତି ଇରାନୀ ଉତ୍ତରପ୍ରଦେଶର ଅମେଠି ଆସନରେ ଆଗୁଆ ଅଛନ୍ତି । ସେ ୩୦୦୦ ଭୋଟ୍‌ରେ ଆଗୁଆ ଅଛନ୍ତି ।ତେବେ ପ୍ରାରମ୍ଭିକ ଟ୍ରେଣ୍ଡରେ କେରଳର ଓ୍ୱାୟନାଡ ଆସନରୁ କଂଗ୍ରେସ ନେତା ରାହୁଲ ଗାନ୍ଧି ଆଗୁଆ ଏବଂ ଉତ୍ତର ପ୍ରଦେଶର ରାୟବରେଲି ଆସନରୁ ମଧ୍ୟ ରାହୁଲ ଅଗୁଆ ଥିବା ସୂଚନା ମିଳିଛି । ଉତ୍ତରପ୍ରଦେଶରେ ଏନ୍‌ଡିଏ ୪୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୩୨ଟି ଆସନରେ ଆଗୁଆ ଥିବା ସୂଚନା ମିଳିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’