Masthead

ରତ୍ନ ଭଣ୍ଡାର ମାମଲାରେ ସରକାରଙ୍କୁ ଶେଷ ସୁଯୋଗ

କଟକ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ମାମଲାରେ ଆବେଦନକାରୀ ଦିଲ୍ଲୀପ ବରାଳଙ୍କ ଓକିଲ, କୋର୍ଟଙ୍କୁ ଜଣାଇଥିଲେ ଯେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ କେବେ ସାର୍ବଜନୀନ କରାଯିବ ସେନେଇ କୌଣସି ଜବାବ ଦାଖଲ କରୁନାହାନ୍ତି ରାଜ୍ୟ ସରକାର । ଯାହାକୁ ନେଇ ଆଜି ହାଇକୋର୍ଟରେ ଜଷ୍ଟିସ ରଘୁବୀର ଦାସ କମିଶନଙ୍କ ରିପୋର୍ଟ ସାର୍ବଜନୀନ ପ୍ରସଙ୍ଗରେ ପୁଣି ସମୟ ନେଲେ ରାଜ୍ୟ ସରକାର । ବାରମ୍ବାର ସରକାର ସମୟ ନେଉଥିବାରୁ କୋର୍ଟ ଅସନ୍ତୋଷ ପ୍ରକାଶ କରିବା ସହ ତୁରନ୍ତ ଏନେଇ ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ହାଇକୋର୍ଟ ଏହି ଶେଷ ସୁଯୋଗ ଦେଇଛନ୍ତି । କିନ୍ତୁ ରାଜ୍ୟ ସରକାରଙ୍କ ଗୃହ ବିଭାଗ ଜବାବ ନରଖି ଅଧିକ ସମୟ ଲୋଡିଥିଲେ । କେବେ ସୁଦ୍ଧା ଷ୍ଟାଟସ ରିପୋର୍ଟ ଦାଖଲ କରିବେ ସେନେଇ ରାଜ୍ୟ ସରକାର ଜବାବ ଦାଖଲ କରିବାକୁ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଜାନୁଆରୀ ପ୍ରଥମ ସପ୍ତାହରେ ମାମଲାର ପରବର୍ତ୍ତୀ ଶୁଣାଣି କରିବେ ହାଇକୋର୍ଟ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର