Masthead

ରାଜଧାନୀରେ ଲେଡି ଲୁଟେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜଧାନୀରେ ଲେଡି ଲୁଟେରା। ଘରେ ପଶି ବୁଲାଉଛନ୍ତି କଳାକନା। ଭୁବନେଶ୍ୱର ନୀଳାଦ୍ରିବିହାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ କରିଛନ୍ତି ଜଣେ ଲେଡି ଲୁଟେରା । ଘରେ ପଶି ଟଙ୍କା ଓ ଜରୁରୀ ଡକ୍ୟୁମେଣ୍ଟ ନେଇ ଚମ୍ପଟ୍ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଘରେ ଲାଗିଥିବା ସିସିଟିଭିରେ ଲୁଟ୍‌ ସମୟର ସବୁ ଦୃଶ୍ୟ କଏଦ ହୋଇଛି। ନୀଳାଦ୍ରିବିହାର ଅଞ୍ଚଳରେ ରହୁଥିବା ବୈରାଗୀ ପ୍ରଧାନଙ୍କ ଘରେ ଲୁଟ ହୋଇଥିଲା । ଏହି ସମୟରେ ବୈରାଗୀଙ୍କ ସ୍ତ୍ରୀ ବାଥରୁମ୍‌ରେ ଥିଲେ। ଘରେ ଲାଗିଥିବା ସିସିଟିଭିରେ ଲୁଟ୍‌ ସମୟରେ ଦୃଶ୍ୟ କଏଦ ହୋଇଥିଲା। ଏନେଇ ବୈରାଗୀ ଚନ୍ଦ୍ରଶେଖର ପୁର ଥାନାରେ ଏତଲା ଦେଇଛନ୍ତି । ପୁଲିସ ଘଟଣା ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ