Masthead

ରାଜଧାନୀରେ ଲେଡି ଲୁଟେରା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜଧାନୀରେ ଲେଡି ଲୁଟେରା। ଘରେ ପଶି ବୁଲାଉଛନ୍ତି କଳାକନା। ଭୁବନେଶ୍ୱର ନୀଳାଦ୍ରିବିହାର ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ କରିଛନ୍ତି ଜଣେ ଲେଡି ଲୁଟେରା । ଘରେ ପଶି ଟଙ୍କା ଓ ଜରୁରୀ ଡକ୍ୟୁମେଣ୍ଟ ନେଇ ଚମ୍ପଟ୍ ମାରିଥିବା ଥାନାରେ ଅଭିଯୋଗ ହୋଇଛି। ଘରେ ଲାଗିଥିବା ସିସିଟିଭିରେ ଲୁଟ୍‌ ସମୟର ସବୁ ଦୃଶ୍ୟ କଏଦ ହୋଇଛି। ନୀଳାଦ୍ରିବିହାର ଅଞ୍ଚଳରେ ରହୁଥିବା ବୈରାଗୀ ପ୍ରଧାନଙ୍କ ଘରେ ଲୁଟ ହୋଇଥିଲା । ଏହି ସମୟରେ ବୈରାଗୀଙ୍କ ସ୍ତ୍ରୀ ବାଥରୁମ୍‌ରେ ଥିଲେ। ଘରେ ଲାଗିଥିବା ସିସିଟିଭିରେ ଲୁଟ୍‌ ସମୟରେ ଦୃଶ୍ୟ କଏଦ ହୋଇଥିଲା। ଏନେଇ ବୈରାଗୀ ଚନ୍ଦ୍ରଶେଖର ପୁର ଥାନାରେ ଏତଲା ଦେଇଛନ୍ତି । ପୁଲିସ ଘଟଣା ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ