ରାଜରାସ୍ତାରେ ଆଶା କର୍ମୀ

ଭୁବନେଶ୍ୱର (ବଡ଼ ଖବର):ରାଜରାସ୍ତାରେ ଆଶା କର୍ମୀ। ସର୍ବନିମ୍ନ ସୁବିଧାରୁ ବଂଚିତ ହେଉଥିବା ଅଭିଯୋଗ କରି ରାଜରାସ୍ତାରେ ଚଳାଇଛନ୍ତି ଆନ୍ଦୋଳନ ।
ରାଜଧାନୀ ରାଜରାସ୍ତାରେ ଶହ ଶହ ଆଶାକର୍ମୀ । ଗାନ୍ଧୀ ମାର୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଛନ୍ତି ଆଶା କର୍ମୀ। ଦାବି ପୂରଣ ନହେଲେ ଆସନ୍ତା ୨୮ ତାରିଖରେ ଦିଲ୍ଲୀ ଯିବେ ବୋଲି ଦେଇଛନ୍ତି ସୂଚନା । ଯଦି ସରକାର ଦାବି ପୂରଣ ନକରିବେ କାମବନ୍ଦ କରିବେ ବୋଲି ଶୁଣାଇଛନ୍ତି ଚରମବାଣୀ ।

କେନ୍ଦ୍ରୀୟ ଯୋଜନାରେ ଆଶାମାନଙ୍କୁ ନିଯୁକ୍ତି ଦିଆଯାଇଥିବାରୁ ବିଜେଡି ମଧ୍ୟ ଏହି ଆନ୍ଦୋଳନକୁ ପରୋକ୍ଷରେ ସମର୍ଥନ କରିଛି । ଆଶାମାନଙ୍କର ସ୍ଥାୟୀ ନିଯୁକ୍ତି ଦାବି କରିଛି । ନ୍ୟାର୍ୟ୍ୟ ଦାବି ହାସଲ ପାଇଁ ଆଶାମାନେ ଚଳାଇଛନ୍ତି ଆନ୍ଦୋଳନ । ରାଜ୍ୟ ଓ କେନ୍ଦ୍ର ସରକାର ଏମାନଙ୍କ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ଜୋରଦାର ହେବ ବୋଲି ସଂଘ ଚେତାଇ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’