Masthead

ରାଜ୍ୟରେ ଆସନ୍ତାକାଲିଠୁ ବଢ଼ିବ ତାପମାତ୍ରା

ଭୁବନେଶ୍ବର: (ବଡ଼ ଖବର ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ନହେଲେ ବି ଅନେକ ସ୍ଥାନରେ ପାଗ କୋହଲା ରହିଛି। ଫଳରେ ତାପମାତ୍ରା କମିଛି । ଆସନ୍ତାକାଲି ଠାରୁ ପରବର୍ତ୍ତୀ ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ବଢ଼ିବ ।

ଆସନ୍ତା ୨୪ ଘଂଟା ଯାଏଁ ପାଗରେ ପରିବର୍ତ୍ତନ ହେବାର ନାହିଁ। କିନ୍ତୁ ଏହାପରେ ଅର୍ଥାତ୍ ଆସନ୍ତାକାଲି ଠାରୁ ପରବର୍ତ୍ତୀ ୪ରୁ ଦିନ ଯାଏଁ ଦିନର ତାପମାତ୍ରା ପ୍ରାୟ ୬ରୁ ୮ ଡିଗ୍ରି ଯାଏଁ ବଢ଼ିବାର ସମ୍ଭାବନା ରହିଛି । ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ