Masthead

ରାଜ୍ୟରେ ଆସନ୍ତାକାଲିଠୁ ବଢ଼ିବ ତାପମାତ୍ରା

ଭୁବନେଶ୍ବର: (ବଡ଼ ଖବର ବ୍ୟୁରୋ): ଗତ କିଛି ଦିନ ହେଲା ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇଛି। ବର୍ଷା ନହେଲେ ବି ଅନେକ ସ୍ଥାନରେ ପାଗ କୋହଲା ରହିଛି। ଫଳରେ ତାପମାତ୍ରା କମିଛି । ଆସନ୍ତାକାଲି ଠାରୁ ପରବର୍ତ୍ତୀ ୪ ଦିନ ଯାଏଁ ବିଭିନ୍ନ ସ୍ଥାନରେ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି। ତେବେ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତାକାଲିଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତାପମାତ୍ରା ବଢ଼ିବ ।

ଆସନ୍ତା ୨୪ ଘଂଟା ଯାଏଁ ପାଗରେ ପରିବର୍ତ୍ତନ ହେବାର ନାହିଁ। କିନ୍ତୁ ଏହାପରେ ଅର୍ଥାତ୍ ଆସନ୍ତାକାଲି ଠାରୁ ପରବର୍ତ୍ତୀ ୪ରୁ ଦିନ ଯାଏଁ ଦିନର ତାପମାତ୍ରା ପ୍ରାୟ ୬ରୁ ୮ ଡିଗ୍ରି ଯାଏଁ ବଢ଼ିବାର ସମ୍ଭାବନା ରହିଛି । ୧୪ ଓ ୧୫ ତାରିଖରେ ହିଟ୍ ୱେଭ୍ ପାଇଁ ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ