Before Header

ରାଶିଫଳ

0 28

ମେଷ – ଆଜି ଶନି ସହ ଚନ୍ଦ୍ର ଯୋଗରୁ ପାରିବାରିକ ସ୍ଥିତିକୁ ନେଇ ମାନସିକ ସ୍ଥିତି ଭଲ ରହିବ ନାହିଁ । ପରିବହନରେ ଶିଥିଳତା ଦେଖା ଦେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବୃଷ – କେତୁ ନକ୍ଷତ୍ରସ୍ଥ ଶୁକ୍ର ହେତୁ ଅପୂରଣୀୟ ଆଶା ଓ ଅଭିଳାଷ ମନରେ ଲଘୁ କ୍ରୋଧ ସୃଷ୍ଟି କରିପାରେ । ପରିସ୍ଥିତିର ମୁକାବିଲା କରିପାରିଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମିଥୁନ – ମଙ୍ଗଳ ଦୃଷ୍ଟି ବୁଧ ହେତୁ ସାଧାରଣ ଘଟଣାରେ ଝଗଡା ଲାଗିଥିବା ଗତକାଲିର ଘଟଣାବଳୀ ମନକୁ ବିବ୍ରତ କରିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।

କର୍କଟ – ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଦୂରଯାତ୍ରା ଦୂରଯାତ୍ରା ଓ ବନ୍ଧୁ ମିଳନଜନିତ ସାମୟିକ ଆନନ୍ଦ ଅନୁଭବ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ – ରାଶିରେ ଶୁକ୍ରଙ୍କ ପ୍ରଭାବରେ ସୁଚିନ୍ତିତ ଯୋଜନାକୁ ବାସ୍ତବରୂପ ଦେବା ଦିଗରେ ଚେଷ୍ଟା କରି ସଫଳ ହେବେ । ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୮ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଶୂକ୍ର ଓ ବୁଧଙ୍କ ପ୍ରଭାବରୁ କଳା, ସଙ୍ଗୀତ, କ୍ରୀଡା, ଚଳଚ୍ଚିତ୍ର ଓ ସାହିତ୍ୟ , ସାମ୍ବାଦିକତାରେ ପ୍ରଶଂସିତ ହେବେ । ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତତା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ତୁଳା – ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବା ସଙ୍ଗକୁ ସାମଜିକ ସ୍ତରରେ ଆନୁଷ୍ଠାନିକ କାର୍ଯ୍ୟ ତଥା ପ୍ରତିଦ୍ୱନ୍ଦ୍ୱିତାରେ ସଫଳତା ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା – ଦୁର୍ବଳ ଭାଗ୍ୟାଧିପଜନିତ ପ୍ରତ୍ୟେକ କ୍ଷେତ୍ରର ପରିସ୍ଥିତି ଆପଣଙ୍କ ପାଇଁ ଅନୁକୂଳ ନ ହୋଇପାରେ । କୌଣସି କାମ ଉସôାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ଧାର୍ମିକ ହେବେ ।

ଧନୁ – କୌଣସି ପରିଚିତ ବ୍ୟକ୍ତିଙ୍କ କାର୍ଯ୍ୟକଳାପ ଆପଣଙ୍କ କର୍ମ କ୍ଷେତ୍ରକୁ ବିଶୃଙ୍ଖଳିତ କରିପାରେ । ପିଲାମାନଙ୍କ ସଫଳତାରେ ଆନନ୍ଦ ଅନୁଭବ କରିବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର – ଯେତେ ସତର୍କରେ ଚଳିଲେ ମଧ୍ୟ ଅନ୍ୟମାନଙ୍କ ଶ୍ରଦ୍ଧାଭାଜନ ହୋଇପାରିବେ ନାହିଁ । ଘରେ ବସି ରହିଥିଲେ ମଧ୍ୟ ବିଭିନ୍ନ ପ୍ରକାରର ମିଥ୍ୟା ଅଭିଯୋଗ ଆପଣଙ୍କ ଉପରେ ଆସିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ବ୍ୟୟାସ୍ଥାନରୁ ଶନିଙ୍କ ଦୃଷ୍ଟି ପ୍ରଭାବରୁ ବିଗିଡି ଯାଉଥିବା ଯୋଜନା କ୍ରମଶଃ ସ୍ୱାଭାବିକ ହୋଇପାରେ । ଚିନ୍ତା କରିଥିବା କାମ ହଠାତ୍ ହୋଇଯିବାର ଆଶା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ପ୍ରମୋସନ୍ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୁଖୀ ହେବେ ।

ମୀନ – ଶନିଙ୍କ ଦୃଷ୍ଟିରୁ ବନ୍ଧୁ ସମ୍ପର୍କ କ୍ଷୁର୍ଣ୍ଣ ହୋଇପାରେ । ବନ୍ଧୁମାନଙ୍କ ପରାମର୍ଶ ଅନୁଶାରେ ସମସ୍ୟା ସମାଧାନ ହେବା ଦିଗରେ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

Leave A Reply

Your email address will not be published.