Before Header

ରାଶିଫଳ

0 12

ମେଷ – ବକ୍ରୀ ମଙ୍ଗଳ ଅଶ୍ୱିନୀ ନକ୍ଷତ୍ରସ୍ଥ ୍ୋଗୁ ଶାରୀରିକ ସୁସ୍ଥତା ପୂର୍ବପରି ଭଲ ଥିଲେ ମଧ୍ୟ ମାନସିକ ସ୍ଥିରତା ରହିବ ନାହିଁ । ଆର୍ଥିକ ସ୍ଥିତି ଦୁର୍ବଳ ହେବା କାରଣରୁ ସବୁ କାମ ଅଟକି ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ – ପଡୋଶୀମାନେ ସହ-ଯୋଗର ହାତ ବଢାଇବେ ଓ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ମିଥୁନ – କର୍ମାଧିପ ପାପପ୍ରଭାବରୁ ମୁକ୍ତ ହେବା ଯୋଗୁ କୌଣସି ନୂତନ କର୍ମାରମ୍ଭ ପାଇଁ ପରିବାରରୁ ପୁର୍ଣ୍ଣ ସହଯୋଗ ପାଇ ପାରିବେ । ପ୍ରିୟଜନଙ୍କ ସାହାର୍ଯ୍ୟ ପାଇବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କର୍କଟ – ଶୁକ୍ର ଓ ଚନ୍ଦ୍ରଙ୍କ କ୍ଷେତ୍ରବିନିମୟ ଯୋଗ ପ୍ରଭାବରୁ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ବହୁତ ଭଲ ରହିବ । ବିବାଦୀୟ ଘଟଣାରେ, ମାଲିମୋକଦ୍ଦମାରେ ଜୟଲାଭ କରିବାର ଆଶା ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
ସିଂହ – ନୀଚାରୋହୀ ରବିଙ୍କ ଯୋଗୁଁ ଦୈହିକ ଏବଂ ମାନସିକ ସୁସ୍ଥତା ଓ ସ୍ଥିରତା ରହି ନ ପାରେ । ସହକର୍ମୀଙ୍କ କଥାରେ ପ୍ରଭାବିତ ହୋଇ କୌଣସି ନୂତନ କାମ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗହିଣୀ- ସଦିଚ୍ଛା ଭାବ ରହିବ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।

କନ୍ୟା – ଶତ୍ରୁତା କରୁଥିବା ଲୋକଟି ମନକୁ ବାଧିଲା ଭଳି କଥା କହିପାରେ । ଆଜିର ପ୍ରତୁ୍ୟଷ ଯାତ୍ରାରେ ଅଭିଳଷିତ କାମ ହାସଲ କରି ଖୁସୀ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ତୁଳା – ଆଜିର କାମରେ ଆବଶ୍ୟକତାରୁ ଅଧିକ ଖର୍ଚ୍ଚ କରିବାକୁ ବାଧ୍ୟ ହୋଇପାରନ୍ତି । ବିଭିନ୍ନ ସମସ୍ୟା ମଧ୍ୟରେ ବୁଡି ରହି ନିଜର କାମଗୁଡିକକ ସମ୍ପନ୍ନ କରିବାରେ ବ୍ୟସ୍ତତା ବଢିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ବିଛା – ଶନିଙ୍କ ପ୍ରଭାବରୁ ବନ୍ଧୁଙ୍କ ନିକଟରୁ ଯେତେ ପାଇଲେ ମଧ୍ୟ ଆହୁରି ଅଧିକ ପାଇବା ସକାଶେ ବ୍ୟାକୁଳତା ପ୍ରକାଶ ପାଇବ । ମିଥ୍ୟା ଗୁଜନ ମାନସିକ ସ୍ଥିତିକୁ ଦୋହଲାଇ ଦେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ – ପରୋକ୍ଷ ଶତ୍ରୁତା କରୁଥିବା କୌଣସି ବ୍ୟକ୍ତିମାନଙ୍କ ଦ୍ୱାରା ଆଜିର କର୍ମ କ୍ଷେତ୍ର ବିଶୃଙ୍ଖଳିତ ହୋଇପାରେ । ମୂଳା ନକ୍ଷତ୍ର ଆର୍ଥିକ ଦିଗରୁ କିଛିଟା ସମସ୍ୟା ଲାଗି ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୮ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସୁଖଭାରା ଦିନଟି ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମକର – ଆଜିର ପୂର୍ବାହ୍ନରେ ଅଫିସରୁ ହଠାତ୍ କୌଣସି ଖବର ପାଇ ବିଚଳିତ ବୋଧ କରିବେ । ଆର୍ଥିକ ସ୍ଥିତି ମନ୍ଦ ହେବନି କିନ୍ତୁ ଆବଶ୍ୟକତା ପୂର୍ଣ୍ଣ ହେବା କାଠିକର ପାଠ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ – ଶନିଙ୍କ ବଳବାନତ୍ୱ ହେତୁ ଉପଯୁକ୍ତ ଚିକିସôା କରିବା ହେତୁ ସ୍ୱାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ । ପାରିବାରିକ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାର୍ଯ୍ୟ ଭିକ୍ଷା କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ମୀନ – ସାଧାରଣ କଥାକୁ ଅତିରଞ୍ଜିତ କରି ପରିବାର ଭିତରେ ଅଯଥା ବ୍ୟସ୍ତତାଜନିତ ସମାଲୋଚିତ ହେବେ । ଅନ୍ୟମନସ୍କ ହେତୁକ କୋଣସି ଭୁଲ୍ କାମ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖୀ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave A Reply

Your email address will not be published.