Before Header

ରାଶିଫଳ

0 10

ମେଷ – ଆଜି ଅଷ୍ଟମ ସ୍ଥାନରେ ବଳହୀନ ଚନ୍ଦ୍ରଙ୍କ ଯୋଗୁ ଆପଣଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାଶ୍ୱିର୍କ ପରିସ୍ଥିତି ଭଲ ରହିବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ମିଳିବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ – ତୃତୀୟାଧିପ ନୀଚସ୍ଥ କାରଣରୁ ବନ୍ଧୁଙ୍କ ଠାରୁ ଉସôାହ ଓ ପ୍ରେରଣା ପାଇବା କଷ୍ଟକର ହୋଇପାରେ । କେତେକ ସାଧାରଣ କଥାକୁ କେନ୍ଦ୍ର କରି କିମ୍ବା ଘରୋଇ କଳହକୁ ନେଇ ଅଶାନ୍ତି ଲାଗି ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ – କର୍ମାଧିପତିଙ୍କ ପୃଷ୍ଠଦେଶରେ ଧନାଧିପ ହେତୁ ସମସ୍ତ ପ୍ରକାରର ସୁବିଧାଥିଲେ ମଧ୍ୟ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ପାରିବାରିକ ସ୍ଥିତି ପୂର୍ବପରି ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖୀ ହେବେ ।

କର୍କଟ – ରାଶିରେ ଶୁକ୍ର ଥିବାରୁ ଆଜି ଦିନଟି ଆପଣଙ୍କ ପାଇଁ ପ୍ରତ୍ୟେକ ଦିଗରୁ ଅନୁକୂଳ ରହିବ । ଦୂରରେ ରହୁଥିବା ବନ୍ଧୁଙ୍କ ନିକଟରୁ ଆଶା କରୁଥିବା ଶୁଭ ଖବର ଶୁଣି ଖୁସି ହେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
• ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ – ବୁଧ ସ୍ୱଗୃହରେ ବଳବାନ୍ ଯୋଗୁ କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ସହ-ଯୋଗ ପାଇବେ । ବହୁତ ଦିନରୁ ଖୋଜୁଥିବା ଜିନିଷ ଆଜି ହଠାତ୍ ପାଇଯିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
• ଚାଷୀ- ଉତ୍ତମ ଫଳ ପାଇବେ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ଶନିଙ୍କ ପ୍ରଭାବରେ ଦୀର୍ଘ ଦିନର ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ସୃଷ୍ଟି କରିପାରେ । କର୍ମ କ୍ଷେତ୍ରରେ ଅସ୍ଥିରତା ସୃଷ୍ଟି ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଚିକିସôା ପାଇଁ ବିଦେଶ ଯାଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ଜଳଯାତ୍ରା ମନା ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – କଳହ ଲାଗି ଥିବା ବନ୍ଧୁଟି ପ୍ରତି ସତର୍କ ରହନ୍ତୁ, ନଚେତ୍ ହଇରାଣ ହେବାକୁ ପଡିପାରେ । ସାୟାହ୍ନେ ପାରିବାରିକ ଅଶାନ୍ତି ହେତୁକ ମାନସିକ ଅବସାଦ ଯୋଗୁ କୌଣସି କାମ ଉସôାହପ୍ରଦ ହେବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
• ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢା ବିଦେଶ ଯିବା ସମସ୍ୟା ରହିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ଆଜିର ରବି ଓ ବୁଧଙ୍କ ସଂଯୋଗ କର୍ମକ୍ଷେତ୍ରର ବିଭିନ୍ନ ପ୍ରକାରର ସମସ୍ୟା କାରଣରୁ ମନ ଭାରାକ୍ରାନ୍ତ ରହିବ । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
• ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
• କର୍ମଜୀବି- କର୍ମଚଞ୍ଚଳ ରହିବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ପରକୁ ଆପଣାର କରିବେ ।
ଧନୁ – ପାପଗ୍ରହ ମଧ୍ୟସ୍ଥ ବୃହସ୍ପତିଜନିତ ପାରିବାରିକ କ୍ଷେତ୍ରରେ ଅସ୍ଥିରତା କର୍ମକ୍ଷେତ୍ରସ୍ଥ ପ୍ରଭାବିତ କରିବାର ସମ୍ଭାବନା ରହିଛି । ସାଙ୍ଗସାଥୀ ମଧ୍ୟରେ ସମାୟିକ ଅଶାନ୍ତି ଦେଖାଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ମକର – କର୍ମାଧିପ ସପ୍ତମ କେନ୍ଦ୍ରସ୍ଥ ହେତୁ ଆଜି ଯେଉଁ କାମ ଆରମ୍ଭ କରିବାକୁ ଯିବେ, ତାହା ଅବଶ୍ୟ ସଫଳ ହେବ । ରାଜନୈତିକ କ୍ଷେତ୍ରରେ ତୀବ୍ର ପ୍ରତିଦ୍ୱନ୍ଦ୍ୱିତାର ସମ୍ମୁଖୀନ ହେବାକୁ ପଡିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କୁମ୍ଭ – ନିଜ ପରିସରର ନିଜର ଲୋକମାନଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । କେତେକ କ୍ଷେତ୍ରରେ ଜିଦ୍ଖୋର ପ୍ରବୃତ୍ତି ଯୋଗୁଁ ହଇରାଣ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ – ସାଧାରଣ କଥାକୁ ଅତିରଞ୍ଜିତ କରି ପରିବାର ଭିତରେ ଅଯଥା ବ୍ୟସ୍ତତାଜନିତ ସମାଲୋଚିତ ହେବେ । ଅନ୍ୟମନସ୍କ ହେତୁ କୌନସି ଭୁକ୍ କାମ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

Leave A Reply

Your email address will not be published.