Before Header

ରାଶିଫଳ

0 17

ମେଷ – ମଙ୍ଗଳ ଓ ଶନି ନିଜ ନିଜ ଗୃହରେ ରହିଥିବାରୁ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ । ଅଟକି ରହିଯାଇଥିବା ଅଫିସ୍ର କାର୍ଯ୍ୟ ଗୁଡିକ ତ୍ୱରାନ୍ୱିତ ହେବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବୃଷ – ନୀଚସ୍ଥ ଚନ୍ଦ୍ର ପ୍ରଭାବରୁ ପରିବାରର ବାରଣ ନ ମାନି ପଡୋଶୀଙ୍କ ଘରୋଇ କଥାରେ ମୁଣ୍ଡ ପୂରାଇ ସମାଲୋଚିତ ହେବେ । ଟେନ୍-ସନ୍ କିଛି ମାତ୍ରାରେ ଲାଗି ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖଭାରା ଦିନଟି ।
ମିଥୁନ – କେନ୍ଦ୍ରସ୍ଥ ବୁଧ ହେତୁ ଆଜି କୌଣସି ଆନୁଷ୍ଠାନିକ କାମରେ ନିଜକୁ ନିୟୋଜିତ କରିବାକୁ ପଡିପାରେ । ଘର କିମ୍ବା ଜମିଜମା, ପୁରୁଣା ଗାଡି ଓ ଯାନ୍ତ୍ରିକ ଜିନିଷ କିଣିବା କିମ୍ବା ବିକିବା ସକାଶେ ମନ ବଳାଇବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ – ମଙ୍ଗଳ ଦୃଷ୍ଟି ଚନ୍ଦ୍ର ଜନିତ ପ୍ରତ୍ୟେକ କ୍ଷେତ୍ରରେ ଆଜି ଆପଣ ଦୃଢ ମନୋବଳ ନେଇ ଆଗକୁ ମାଡି ଚାଲିବେ । କିନ୍ତୁ ଆପଣଙ୍କ କାର୍ଯ୍ୟକଳାପରେ ସାମୟିକ ଅସନ୍ତୁଷ୍ଟ ହୋଇ ଖଳଲୋକମାନେ ପଛରେ ବହୁତ ସମାଲୋଚନା କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ଧାର୍ମିକ ହେବେ ।
ସିଂହ – କର୍ମକ୍ଷେତ୍ରରେ ବିଶୃଙ୍ଖଳାଜନିତ ଯୋଗୁ କାମଟି ବିଗିଡି ଯାଇପାରେ । ପୁତ୍ରକନ୍ୟାଙ୍କ ହେତୁକ ସମସ୍ୟା ଲାଗି ରହିବ, ଯାହା କି ମନରେ ଦୁଶ୍ଚିନ୍ତା ସୃଷ୍ଟି କରିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କନ୍ୟା – ଅଷ୍ଟମାଧିପତି ଧନାଧିପତିକୁ ଅବଲୋକନ କରୁଥିବାରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହେବେ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମଗୁଡିକ ଠିକ୍ ଭାବେ ସମ୍ପନ୍ନ ହେବା କହ୍ଟକର ହୋଇପଡିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
• ବ୍ୟବସାୟୀ- ମଧୁରଭାଷୀ ହେବେ ।
• ଗୃହିଣୀ- ପରକୁ ଆପଣାର କରିବେ ।

ତୁଳା – ଶୁକ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଆନୁଷ୍ଠଙ୍ଗିକ ସାହାର୍ଯ୍ୟ ସହ-ଯୋଗ ପାଇ କାମ ହାସଲ କରିବାରେ କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୮ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- ସମ୍ମାନ ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
ବିଛା – ଦେବଗୁରୁଙ୍କ ପ୍ରଭାବରେ ଆପଣଙ୍କ ଆକର୍ଷଣୀୟ ବାକ୍ ବିଳାସ ସାମାଜିକ ପ୍ରତିଷ୍ଠାର ମାଧ୍ୟମ ପାଲଟି ଯିବ । କିନ୍ତୁ ଚନ୍ଦ୍ରଙ୍କ ଦୁର୍ବଳତା ଅପୁରଣୀୟ ଅଭିଳାଷଜନିତ ମାନସିକ ଦ୍ୱନ୍ଦ୍ୱ ମଧ୍ୟ ସୃଷ୍ଟି କରିବ । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୬ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଧନୁ – ଶନିଦୃଷ୍ଟି ଚତୁର୍ଥ ଭାବ ପରିବାର, ବନ୍ଧୁସମ୍ପର୍କରେ ଫାଟ ସୃଷ୍ଟି କରିବାର ଆଶଙ୍କା ରହିଛି । ନିଜ ଲୋକମାନଙ୍କ ପରୋକ୍ଷ ଶତ୍ରୁତା ଭାବପ୍ରବଣତା ସୃଷ୍ଟି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।୰
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର – ପାରିବାରିକ ସମସ୍ୟା ରହିଥିଲେ ମଧ୍ୟ ତାହା ନିୟନ୍ତ୍ରଣ ବାହାରକୁ ଯିବ ନାହିଁ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂତନ ସମ୍ପର୍କରୁ ଖୁସି ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
• ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ – ଆଜି ଦିନ ମଧ୍ୟରେ ଯେଉଁଠି ଯାହା କହିବେ କିମ୍ବା କରିବେ ତାହା ଠିକ୍ ଭାବେ କାର୍ଯ୍ୟକାରୀ ହେବ । ନୂଆ ଯୋଜନା କରିବା ସକାଶେ ବନ୍ଧୁଙ୍କ ପରାମର୍ଶ ଆବଶ୍ୟକ ମନେକରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ସମ୍ମାନିତ ହେବେ ।
• ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

ମୀନ – ପାପଗ୍ରହଯୁକ୍ତ ଚନ୍ଦ୍ର ଜନିତ ମାନସିକ ଅସ୍ଥିରତା କାରଣରୁ କୌଣସି କାମ ଉସôାହପ୍ରଦ ହେବ ନାହିଁ । ପରିବାରର ଖର୍ଚ୍ଚ ଭାର କ୍ରମଶଃ ବଢି ବଢି ଯିବା କାରଣରୁ ମନରେ ସରସତା ରହି ନ ପାରେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୫ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

Leave A Reply

Your email address will not be published.