Before Header

ରାଶିଫଳ

0 15

ମେଷ – ଆଜିର କର୍ମକ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ପୂର୍ବରୁ ସୂଚନା ଦେଇ ସନ୍ଧ୍ୟାରେ ଘରକୁ ନୂତନ ବନ୍ଧୁ କେହି ଆସିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
• ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ – ଚେଷ୍ଟା କରୁଥିବା କାମରେ ଆଶାତୀତ ସଫଳତା ହାସଲ କରିବେ ଓ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟିକ ଦିଗରୁ ଦିନଟି ମନ୍ଦ ନୁହେଁ, ଫଳତଃ ମାନସିକ ସ୍ଥିତି ବହୁତ ଭଲ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
• ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
• କର୍ମଜୀବି- ପ୍ରଶଂସିତ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ – କର୍ମକ୍ଷେତ୍ରରେ ଚାପର ବଶବର୍ତ୍ତୀ ହୋଇ କେତେକ କାମ କରିବାକୁ ବାଧ୍ୟ ହେବେ । ପଡୋଶୀମାନେ ଈର୍ଷାନ୍ୱିତ ହୋଇ ଭିନ୍ନ ପ୍ରକାରର ମନ୍ତବ୍ୟ ଦେଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
• ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ – ଅତୀତ ପାରିବାରିକ ସମସ୍ୟାକୁ କେନ୍ଦ୍ରକରି ବିବାଦ ଦେଖା ଦେଇ ପାରେ । ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
• ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖଭାରା ଦିନଟି ।
ସିଂହ – ଦୀର୍ଘଦିନରୁ ଯାହା ଆଜି ଯାଏଁ ଚାହୁଁଛନ୍ତି ତାହା ପାଇବା ସକାଶେ ବେଶି ବିଳମ୍ବ ହେବ ନାହିଁ । ଆକସ୍ମିକ କାରଣକୁ ନେଇ ଗସ୍ତ କାର୍ଯ୍ୟକ୍ରମ ବାତିଲ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
• ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କନ୍ୟା – ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟା ବୃଦ୍ଧି ପାଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା ହ୍ରାସ ପାଇପାରେ । ପାରିବାରିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର ସୂତ୍ରରୁ ଅର୍ଥ ଆଣିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୮ ।
• ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
• କର୍ମଜୀବି- ସହଯୋଗ ମିଳିବ ।
• ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
• ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ତୁଳା – କର୍ମକ୍ଷେତ୍ରରେ ଅନ୍ୟମାନେ ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଚୌର ଭୟ ଅଛି ।
• ଗୃହିଣୀ- ମିତ୍ର ସୁଖ ପାଇବେ ।
ବିଛା – ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବାରେ ନିକଟ ସମ୍ପର୍କୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ପରକଥାକୁ ପ୍ରାଧାନ୍ୟ ଦିଅନ୍ତୁ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
• ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
ଧନୁ – କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାର୍ଯ୍ୟ, ସହ-ଯୋଗ ଓ ସଦିଚ୍ଛା ଲାଭ କରି ଖୁସୀ ରହିବେ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
• ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ମକର – ପରିବାରରେ ଭୁଲ୍ ବୁଝାମଣା କାରଣରୁ ଛୋଟ କଥାକୁ କେନ୍ଦ୍ର କରି କଳହ ସୃଷ୍ଟି ହେବ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିପାରିବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
• ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
କୁମ୍ଭ – ଅଯଥା ସନେ୍ଦହଜନିତ କାରଣରୁ ଘରୋଇ କଳହ ବଢି ବଢି ମନ ଭଲ ରହିବ ନାହିଁ । କର୍ମକ୍ଷେତ୍ରରେ ମଧ୍ୟ ଯୋଜନା ଗୁଡିକ ଠିକ୍ ଭାବେ କାର୍ଯ୍ୟ କାରୀ ନ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
• ଚାଷୀ- ଶ୍ରମ ସାର୍ଥକ ହେବ ।
• ରୋଗୀ- ଆର୍ୟୁରବେଦୀ ଚିକିସôା ଲାଭ ଦେବ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ – ସମସ୍ୟା ବିଜଡିତ ପରିସ୍ଥିତିରେ ବନ୍ଧୁଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ । ଆନୁଷ୍ଠାନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
• ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ- ସୁଖ ଅନୁଭବ କରିବେ ।

Leave A Reply

Your email address will not be published.