Masthead

ରାଷ୍ଟ୍ରପତିଙ୍କ ଅଭିଭାଷଣ ବେଳେ ବିଦ୍ୟୁତ କାଟ୍ ପ୍ରସଙ୍ଗ, ରାଜ୍ୟପାଳ ମାଗିଲେ ରିପୋର୍ଟ

ଭୁବନେଶ୍ୱର: କୁଳାଧିପତି ତଥା ରାଜ୍ୟପାଳଙ୍କ ରିପୋର୍ଟ ତଲବ । ବାରିପଦା ଶ୍ରୀରାମ ଚନ୍ଦ୍ର ଭଞ୍ଜ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାଷଣ ଦେଉଥିବା ବେଳେ ୯ ମିନିଟ୍ ଧରି ବିଦ୍ୟୁତ ବିଭ୍ରାଟ ହୋଇଥିଲା । ଏହାକୁ ନେଇ ଟାଟା ପାୱାର, ଇଡକୋ ଓ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଦୋଷ ଲୁଚାଇବାକୁ ସଫେଇ ଦେଇଥିଲେ । ପରେ କୁଳପତି ସବୁଦୋଷ ନିଜ ମୁଣ୍ଡକୁ ନେଇ ଭୁଲ୍ ସ୍ୱୀକାର କରିଥିଲେ । ବିଦୁ୍ୟତ ବିଭାଗର ଜଣେ ଠିକା କର୍ମଚାରୀୁ ନିଲମ୍ବିତ ହୋଇଥିଲେ । ଏହି ଘଟଣାର ତଦନ୍ତ ଚାଲିଥିବା ବେଳେ ଆଜି କୁଳାଧିପତି କୈଫୟତ ତଲବ କରିଛନ୍ତି । ବିଶ୍ୱବିଦ୍ୟାଳୟ କୁଳପତି ଓ ମୁଖ୍ୟଶାସନ ସଚିବଙ୍କୁ କୁଳପତି କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି । ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା