Masthead

ରିୟା ଙ୍କ ଜାମିନ ଆବେଦନ ଖାରଜ !

ମୁମ୍ବାଇ:ରିୟା ଚକ୍ରବର୍ତ୍ତୀ ମୁମ୍ବାଇର ବାଇକଲ୍ଲା ଜେଲରେ ଦୁଇ ରାତି କଟାଇବ ପରେ ଆଜି ଯାମିନ ଆବେଦନ କରିଥିଲେ । ଡ୍ରଗ୍ସ କାରବାର ମାମଲାରେ ନାରକୋଟିକ୍ସ ବ୍ୟୁରୋ ଦ୍ୱାରା ଗିରଫ ହୋଇଥିବା ରିୟାଙ୍କ ଜାମିନ ଆବେଦନ ଉପରେ ଶୁଣାଣି ଗୁରୁବାରକୁ ସ୍ଥଗିତ ରଖାଯାଇ ଥିଲା । ଆଜି କୋର୍ଟ ଅଭିନେତ୍ରୀ ରିୟା ଚକ୍ରବତୀଙ୍କ ଜାମିନୀ ଆବେଦନ କୁ ଖାରଜ କରିଛନ୍ତି |ରିୟା ଙ୍କ ଭାଇ ଷୌଭିନ ଙ୍କ ସହିତ ସମସ୍ତ ୬ ଜଣ ଙ୍କ ଜାମିନ ଆବେଦନ ମଧ୍ୟ ଖାରଜ କରିଛନ୍ତି କୋର୍ଟ | ଏହି ସମୟରେ ଅଭିଯୁକ୍ତ ମାନଂକୁ ଜାମିନ ଦେବା ଉଚିତ ନୁହେଁ ବୋଲି କହିଛନ୍ତି କୋର୍ଟ | ଏବେ ରିୟା ଜେଲ ରେ ରହିବା ନେଇ ଏକପ୍ରକାର ନିଶ୍ଚିତ ହୋଇଯାଇଛି |

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ