Masthead

ଶାରଳା ମନ୍ଦିର ଦର୍ଶନ କଲେ ବିଜେପି ପ୍ରାର୍ଥୀ ସତ୍ୟସାରଥି

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ଆରାଧ୍ୟ ଦେଵୀ ମା ଶାରଳା ମନ୍ଦିର ଯାଇଁ ଦର୍ଶନ କଲେ ଵାଲିକୁଦା ଏରସମା ନିର୍ବାଚନ ମଣ୍ଡଳୀର ଵିଜେପି ପ୍ରାର୍ଥୀ ସତ୍ୟଶାରଥି ମହାନ୍ତି । ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ ଆନୁଷ୍ଠାନିକ ଭାବେ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ।

ଶାରଳା ମନ୍ଦିରରେ ରାଉଳମାନେ ବିଧାୟକଙ୍କ ବିଜୟ ପାଇଁ ମନ୍ଦିର ପରିସରରେ ଥିବା ବିଭିନ୍ନ ଦେବାଦେଵୀଙ୍କୁ ପୂଜାଅର୍ଚ୍ଚନା କରି କର୍ମୀମାନଙ୍କ ଠାରୁ ପୁଷ୍ପଗୁଚ୍ଛ ଗ୍ରହଣ କରିଥିଲେ । ଅପର ପଟେ ବାଲିକୁଦା-ଏରସମା ନିର୍ବାଚନ ମଣ୍ଡଳୀ ପାଇଁ ବିଜେପି ପକ୍ଷରୁ ସତ୍ୟ ସାରଥୀ ମହାନ୍ତି ଙ୍କୁ ଦଳ ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ଏହାକୁ ବାଲିକୁଦା ଏରସମା ବିଜେପି ପକ୍ଷରୁ ବିରୋଧ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି