Masthead

ଶାସକ ଦଳ ବିରୁଦ୍ଧରେ ଦେବେନ୍ଦ୍ରଙ୍କ ରଣ ହୁଙ୍କାର

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିବେ କଂଗ୍ରେସ ଶୃଙ୍ଖଳା କମିଟି ସଭ୍ୟ ଦେବେନ୍ଦ୍ର ସାହୁ । ଏ ଆଇ ସି ସି ଶ୍ରୀ ସାହୁଙ୍କୁ ଟିକେଟ ଦେବା ପରେ କଂଗ୍ରେସ ଉତ୍ସାହିତ ହୋଇପଡ଼ିବା ଦେଖିବାକୁ ମିଳିଛି । ବିଭିନ୍ନ ସ୍ଥାନରେ ବାଣ ଫୁଟେଇ ବାଜା ବଜେଇ ଦଳୀୟ କର୍ମୀମାନେ ଦେବେନ୍ଦ୍ରଙ୍କୁ ସ୍ୱାଗତ କରିଛନ୍ତି । ଶାସକ ବିଜୁ ଜନତା ଦଳ ବିରୁଦ୍ଧରେ ଯୋରଦାର ଲଢେଇ ହେବ ଏବଂ ମାହାଙ୍ଗାବାସୀ ଜଣେ ଭଲ ନେତାଙ୍କୁ ସେମାନଙ୍କ ପ୍ରତିନିଧି ଭାବେ ନିର୍ବାଚିତ କରିବାକୁ ଶ୍ରୀ ସାହୁ ଆହ୍ୱାନ ଦେଇଥିଲେ । ଗାନ୍ଧୀ ଶିକ୍ଷାଶ୍ରମ କଇଥା ଚମ୍ପାପୁର ଠାରୁ କୋଠପଦା ଦେଇ ବ୍ଲକ ସଦର ମହକୁମା କୁଆଁପାଳ ପର୍ୟ୍ୟନ୍ତ ଦେବେନ୍ଦ୍ରଙ୍କୁ ଏକ ବାଇକ ଶୋଭାଯାତ୍ରାରେ କଂଗ୍ରେସ କର୍ମୀମାନେ ପାଛୋଟି ନେବା ଦେଖିବାକୁ ମିଳିଥିଲା ।

ଚଳିତ ନିର୍ବାଚନରେ ବିଜେଡିରୁ ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନାଙ୍କ ପୁଅ ଅଙ୍କିତ ଜେନା, ବିଜେପିରୁ ସୁମନ୍ତ ଘଡେଇ, ଆମ ଆଦମୀ ପାର୍ଟିରୁ ସାରଦା ପ୍ରାସାଦ ଦାସ ଏବଂ ସ୍ୱାଧୀନ ଭାବେ ସାରଦା ପ୍ରଧାନ ନିର୍ବାଚନ ଲଢ଼ିବାକୁ ଯାଉଥିବାରୁବେଳେ ଏବେ ରୋଚକ ମୋଡରେ ମାହାଙ୍ଗା ରାଜନୀତି ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି