Masthead

ଶ୍ରୀରାମ ନବମୀରେ ମାହାଙ୍ଗାରେ ବଜରଙ୍ଗ ଦଳର ଶୋଭାଯାତ୍ରା

ମାହାଙ୍ଗା(ବଡ଼ ଖବର ବ୍ୟୁରୋ): ଶ୍ରୀରାମ ନବମୀରେ ବଜରଙ୍ଗ ଦଳ ପକ୍ଷରୁ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଏକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ବଜରଙ୍ଗ ଦଳ ରାଜ୍ୟ ପୂର୍ବପ୍ରାନ୍ତ ସଂଯୋଜକ ପ୍ରଭାତ ରଞ୍ଜନ ତ୍ରିପାଠୀଙ୍କ ନେତୃତ୍ୱରେ ହଜାର ହଜାର କର୍ମୀ ବାଇକ ଶୋଭାଯାତ୍ରାରେ ଜୟ ଶ୍ରୀରାମ ନାରା ଦେଇ ବିଭିନ୍ନ ଅଞ୍ଚଳ ପରିକ୍ରମା କରିଥିଲେ । ସପନପୁର ହନୁମାନ ମନ୍ଦିରରୁ ନିଶ୍ଚିନ୍ତକୋଇଲି ରଘୁନାଥଜୀୟୁ ମନ୍ଦିର ଏବଂ ନେମାଳ, ନଗେଶପୁର, କଟିକଟା, ଶୁକରପଡା, ବନ୍ତଳା ଏବଂ ଗୋପାଳପୁର ଦେଇ ଉମର ହନୁମାନ ମନ୍ଦିରରେ ଏହି ରାଲି ପହଞ୍ଚିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ