Masthead

ସତ୍ୟବାଦୀରେ ଲୋକଙ୍କ ଭିତରେ ବାଘର ଭୟ

ସତ୍ୟବାଦୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅଳୁଗୁମୁ ପଂଚାୟତ ସିଂଘାକୁଦା ରେ ବାଘର ଭୟ । ସୋସିଆଲ ମିଡ଼ିଆରେ ଭାଇରଲ ହେବା ପରେ ଏବେ ବନ ବିଭାଗ ବାଘକୁ ଖୋଜୁଛି । ଘଟଣା ସ୍ଥଳରେ ପୁରି ଜିଲ୍ଲା DFO ଙ୍କ ସମେତ ବନ ବିଭାଗ ର କର୍ମ ଚାରି ମାନେ ପହଂଚି କରୁଛନ୍ତି ତଦନ୍ତ ଘଟଣା ସ୍ଥଳ ରୁ ମଳ, ପାଦ ଚି଼ହ୍ନ ସମେତ ମାଟି ପରୀକ୍ଷା କରିବାକୁ ନେବା ସହିତ ଅଂଚଳ ବାସୀ ଭୟ ନକରିବାପାଇଁ ଅନୁରୋଧ କରିଛନ୍ତି । ଏହା ବାଘ ନୁହେଁ ଫିସିଂ କ୍ୟାଟ ବୋଲି DFO କହିଛନ୍ତି । ତେବେ ତଦନ୍ତ ପରେ ଏହା ମମ୍ପୂର୍ଣ୍ଣ ସ୍ପଷ୍ଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ