Masthead

ସତ୍ୟବାଦୀରେ ଲୋକଙ୍କ ଭିତରେ ବାଘର ଭୟ

ସତ୍ୟବାଦୀ (ବଡ଼ ଖବର ବ୍ୟୁରୋ): ପୁରୀ ଜିଲ୍ଲା ସତ୍ୟବାଦୀ ବ୍ଲକ ଅଳୁଗୁମୁ ପଂଚାୟତ ସିଂଘାକୁଦା ରେ ବାଘର ଭୟ । ସୋସିଆଲ ମିଡ଼ିଆରେ ଭାଇରଲ ହେବା ପରେ ଏବେ ବନ ବିଭାଗ ବାଘକୁ ଖୋଜୁଛି । ଘଟଣା ସ୍ଥଳରେ ପୁରି ଜିଲ୍ଲା DFO ଙ୍କ ସମେତ ବନ ବିଭାଗ ର କର୍ମ ଚାରି ମାନେ ପହଂଚି କରୁଛନ୍ତି ତଦନ୍ତ ଘଟଣା ସ୍ଥଳ ରୁ ମଳ, ପାଦ ଚି଼ହ୍ନ ସମେତ ମାଟି ପରୀକ୍ଷା କରିବାକୁ ନେବା ସହିତ ଅଂଚଳ ବାସୀ ଭୟ ନକରିବାପାଇଁ ଅନୁରୋଧ କରିଛନ୍ତି । ଏହା ବାଘ ନୁହେଁ ଫିସିଂ କ୍ୟାଟ ବୋଲି DFO କହିଛନ୍ତି । ତେବେ ତଦନ୍ତ ପରେ ଏହା ମମ୍ପୂର୍ଣ୍ଣ ସ୍ପଷ୍ଟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ