Masthead

ସତ ହେଲା କପିଲ୍ ଶର୍ମାଙ୍କ କଥା : ପାଜୀ ଆମକୁ କିଛି ଆଇଡ଼ିଆ ଦିଅନ୍ତୁ

ମୁମ୍ବାଇ (ବଡ଼ ଖବର ବ୍ୟୁରୋ) : ପାଜୀ ଆମକୁ କିଛି ଆଇଡ଼ିଆ ଦିଅନ୍ତୁ, କିଛି ନ କରିବି କେମିତି ଏତେ ରୋଜଗାର କରିହେବ । ଏମିତି ଦିନେ କପିଲ ଶର୍ମା ନିଜ ଶୋରେ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ରାଜ୍ କୁନ୍ଦ୍ରାଙ୍କୁ କହିଥିଲେ । ସେତବେଳର ଏହି ଭିଡ଼ିଓ ଏବେ ସୋସିଆଲ ମିଡ଼ିଆରେ ଖୁବ ଭାଇରାଲ ହେବାରେ ଲାଗିଛି । କାରଣ ଗତକାଲି ଅଶ୍ଲୀଳ ଫିଲ୍ମ ପ୍ରସ୍ତୁତ କରୁଥିବା ମାମଲାରେ ବଲିଓଡ଼୍ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ୱାମୀ ତଥା ବ୍ୟବସାୟୀ ରାଜ୍ କୁନ୍ଦ୍ରା ଗିରଫ ହେବା ପରେ ବି-ଟାଉନ୍ରେ ତାଙ୍କୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି । ସେହିପରି କପିଲ୍ କହିଥିବା କଥାର ଉତ୍ତର ମିଳିଯାଇଛି ବୋଲି ଟ୍ରୋଲ କରୁଛନ୍ତି ୟୁଜର୍ସ ।
ରାଜଙ୍କ ଗିରଫଦରୀ ପରେ ଏକ ପ୍ରେସ୍ ରିଲିଜରେ ମୁମ୍ବାଇ ପୁଲିସ୍ କମିଶନର ହେମନ୍ତ ନଗରାଲେ କହିଛନ୍ତ, ଅଶ୍ଲୀଲ ଫିଲ୍ମ କରିବା ଓ ଏହାକୁ ମୋବାଇଲ ଆପ୍ସରେ ଡ଼ାଉନଲୋଡ଼ କରିବା ଅଭିଯୋଗରେ କ୍ରାଇମବ୍ରଞ୍ଚ ୨୦୨୧ ଫେବୃୟାରୀରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା । ଏହି ମାମଲାରେ ଗତକାଲି ରାଜ୍ କୁନ୍ଦ୍ରାଙ୍କୁ ଗିରଫ କରାଯାଇଛି । କାରଣ ଯାଞ୍ଚ ବେଳେ ସେ ଏହି ମାମଲାରେ ମୁଖ୍ୟ ଷଡ଼ଯନ୍ତ୍ରକାରୀ ବୋଲି ଜଣାପଡ଼ିଛି । ସେପଟେ ମାୟା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି