Masthead

ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର : କାବୁ କରି ବନବିଭାଗକୁ ଖବର ଦେଲେ ମତ୍ସ୍ୟଜୀବୀ

ଜଳେଶ୍ୱର(ବଡ଼ ଖବର ବ୍ୟୁରୋ): ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର ।  ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ ତାଳସାରୀ ଅଞ୍ଚଳର କିଛି ସମୁଦ୍ରରୁ ବିଶାଳକାୟ କୁମ୍ଭୀର ଉଦ୍ଧାର। କାବୁ କରି ବନବିଭାଗକୁ ଖବର ଦେଲେ ମତ୍ସ୍ୟଜୀବୀ ସମୁଦ୍ରକୁ ମାଛ ଧରିବାକୁ ଯାଇଥିଲେ । ମାଛ ଧରି ସାରି ସମୁଦ୍ର ମଝିରେ ଥିବା ମୁରଲୀଚଡ ଦୀପରେ ବସିଥିବା ବେଳେ କୁମ୍ଭୀରକୁ ଦେଖିଥିଲେ । ମତ୍ସ୍ୟଜୀବୀମାନେ ମିଶି କୁମ୍ଭୀରକୁ କାବୁ କରି ପରବର୍ତ୍ତୀ ସମୟରେ ବନବିଭାଗକୁ ଖବର ଦେଇଥିଲେ । ପରେ ବନବିଭାଗ, ମତ୍ସ୍ୟଜୀବୀ ମିଶି ଡଙ୍ଗା ସାହାଯ୍ୟରେ କୁମ୍ଭୀରକୁ ସ୍ଥଳଭାଗକୁ ଆଣିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି