Masthead

ସମ୍ବଲପୁରରେ ୪୬ ଡିଗ୍ରୀ ପାର୍, ଭୁବନେଶ୍ୱର ୪୪.୩

ଭୁବନେଶ୍ୱର(ବଡ଼ ଖବର) : ଅସହ୍ୟ ଖରାରେ ସିଝୁଛି ଓଡ଼ିଶା । ଉପକୂଳରେ ଗୁଳୁଗୁଳି, ପଶ୍ଚିମରେ ଖରା କଷ୍ଟ । ସମ୍ବଲପୁରରେ ପାରଦ ୪୬ ଡିଗ୍ରୀ ପାର୍ ହୋଇଛି । ସମ୍ବଲପୁରରେ ୪୬.୧, ହୀରାକୁଦରେ ୪୫.୬, ସୋନପୁରରେ ୪୫, ବରଗଡରେ ୪୪.୯, ଭୁବନେଶ୍ୱରରେ ୪୪.୩, ବଲାଙ୍ଗିର, ବୌଦ୍ଧ, ଟିଟିଲାଗଡ, ତାଳଚେର, ନୟାଗଡରେ ୪୪ ଡିଗ୍ରୀ ଛୁଇଁଛି ସର୍ବୋଚ୍ଚ ତାପମାତ୍ରା । ଅନୁଗୁଳ, ଝାରସୁଗୁଡା, ରାଉରକେଲା, ଢେଙ୍କାନାଳ, କଟକ, ଓ ନୂଆପଡାରେ ତାତି ୪୩ ଡିଗ୍ରୀ ଉପରେ ରହିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା