Masthead

ସରକାରୀ ଅଧିକାରୀ ଏବଂ ବିଜେପି କର୍ମୀଙ୍କ ଦ୍ୱାରା ତ୍ରିରଙ୍ଗା ଯାତ୍ରା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲରେ ସରକାରୀ ଅଧିକାରୀ ଦ୍ୱାରା ତ୍ରିରଙ୍ଗା ପଦଯାତ୍ରା କରାଯାଇଥିଲା । ତିର୍ତ୍ତୋଲ ବ୍ଲକର ଉର୍ଣ୍ଣୟନ ଅଧିକାରୀଙ୍କ ତତ୍ୱାବଧାନରେ ତିର୍ତ୍ତୋଲ ବ୍ଲକ ପରିସରରୁ ତିର୍ତ୍ତୋଲ ବ୍ଲକର ସମସ୍ତ ଅଧିକାରୀ, ଅଗ୍ନିଶମ ବିଭାଗ, ସ୍ଥାନୀୟ ପୋଲିସ ପ୍ରଶାସନ ସହ ଶତାଧିକ ସ୍ଥାନୀୟ ବାସିନ୍ଦା ତିର୍ତ୍ତୋଲ ଲକ ପର୍ୟ୍ୟନ୍ତ ପଦଯାତ୍ରା କରିଥିଲେ । ସେହିପରି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ହରଘର ତ୍ରିରଙ୍ଗା କାର୍ୟ୍ୟକ୍ରମ କରାଯାଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଜୟପୁର ଛକ ଠାରୁ ତିର୍ତ୍ତୋଲ କୁମାର ଉତ୍ସବ ପଡ଼ିଆ ପର୍ୟ୍ୟନ୍ତ ଏକ ବାଇକ୍ ରାଲି ମାଧ୍ୟମରେ ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଥିଲା । ଏଥିରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସୁଧିର ମଲ୍ଲିକଙ୍କ ସମେତ ଶତାଧିକ ବିଜେପି ଯୁବମୋର୍ଚ୍ଚା କର୍ମୀମାନେ ଯୋଗଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ