Masthead

ସରକାରୀ ଅଧିକାରୀ ଏବଂ ବିଜେପି କର୍ମୀଙ୍କ ଦ୍ୱାରା ତ୍ରିରଙ୍ଗା ଯାତ୍ରା

ତିର୍ତ୍ତୋଲ (ବଡ଼ ଖବର ବ୍ୟୁରୋ): ତିର୍ତ୍ତୋଲରେ ସରକାରୀ ଅଧିକାରୀ ଦ୍ୱାରା ତ୍ରିରଙ୍ଗା ପଦଯାତ୍ରା କରାଯାଇଥିଲା । ତିର୍ତ୍ତୋଲ ବ୍ଲକର ଉର୍ଣ୍ଣୟନ ଅଧିକାରୀଙ୍କ ତତ୍ୱାବଧାନରେ ତିର୍ତ୍ତୋଲ ବ୍ଲକ ପରିସରରୁ ତିର୍ତ୍ତୋଲ ବ୍ଲକର ସମସ୍ତ ଅଧିକାରୀ, ଅଗ୍ନିଶମ ବିଭାଗ, ସ୍ଥାନୀୟ ପୋଲିସ ପ୍ରଶାସନ ସହ ଶତାଧିକ ସ୍ଥାନୀୟ ବାସିନ୍ଦା ତିର୍ତ୍ତୋଲ ଲକ ପର୍ୟ୍ୟନ୍ତ ପଦଯାତ୍ରା କରିଥିଲେ । ସେହିପରି ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀର ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ହରଘର ତ୍ରିରଙ୍ଗା କାର୍ୟ୍ୟକ୍ରମ କରାଯାଇଛି । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ଜୟପୁର ଛକ ଠାରୁ ତିର୍ତ୍ତୋଲ କୁମାର ଉତ୍ସବ ପଡ଼ିଆ ପର୍ୟ୍ୟନ୍ତ ଏକ ବାଇକ୍ ରାଲି ମାଧ୍ୟମରେ ତ୍ରିରଙ୍ଗା ଶୋଭାଯାତ୍ରା କରାଯାଇଥିଲା । ଏଥିରେ ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ସୁଧିର ମଲ୍ଲିକଙ୍କ ସମେତ ଶତାଧିକ ବିଜେପି ଯୁବମୋର୍ଚ୍ଚା କର୍ମୀମାନେ ଯୋଗଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ