Masthead

ସହିଦଙ୍କୁ ସମ୍ମାନ ଦାବିରେ ରାଉରକେଲାରୁ ଦିଲ୍ଲୀ ପଦଯାତ୍ରା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ସହିଦଙ୍କୁ ଉଚିତ ରାଷ୍ଟ୍ରୀୟ ସମ୍ମାନ ଓ ଜନନାୟକ ବିଜୁ ପଟ୍ଟନାୟକଙ୍କୁ ‘ଭାରତ ରନ୍ନ’ ସମ୍ମାନରେ ସମ୍ମାନିତ କରିବା ଦାବିରେ ମଙ୍ଗଳବାର ସମାଜସେବୀ ମୁକ୍ତିକାନ୍ତ ବିଶ୍ୱାଳ ଦିଲ୍ଲୀ ଅଭିମୁଖେ ପଦଯାତ୍ରା କରିଛନ୍ତି । ପଦଯାତ୍ରାରେ ବିପ୍ଲବୀ ବୀରଙ୍କ ପ୍ରତିମା ଧରି ରାଉରକେଲାରୁ ବାହାରିଛନ୍ତି । ଭାରତର ସ୍ୱାଧୀନତା ଇତିହାସରେ ମହାନ ଦେଶଭକ୍ତ ବିପ୍ଲବୀ ବୀରଙ୍କ ଗାଥା ଲିପିବଦ୍ଧ ହୋଇ ରହିଛି ।

ବିପ୍ଲବୀ ବୀରମାନେ ସ୍ୱାଧୀନତା ସଂଗ୍ରାମରେ ଦେଶପାଇଁ ନିଜ ଜୀବନକୁ ଉସôର୍ଗ କରିଥିବାବେଳେ ଭାରତ ସ୍ୱାଧୀନ ହେବାର ଦୀର୍ଘ ୭୫ ବର୍ଷ ପରେ ମଧ୍ୟ ଉଚିତ୍ ସମ୍ମାନ ପାଇବାରୁ ବଂଚିତ ହୋଇରହିଛନ୍ତି । ସେମାନଙ୍କ ତ୍ୟାଗ ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହୋଇ ରହିଥିôବା ବେଳେ ଦୀର୍ଘ ୭୫ ବର୍ଷ ମଧ୍ୟରେ କେନ୍ଦ୍ରରେ ଥିବା ସରକାରଙ୍କର ଆନ୍ତରିକତା ଅଭାବ ପାଇଁ ବୀର ପ୍ରତିମାଙ୍କ ଗରିମାରେ ପୂର୍ଣ୍ଣଚ୍ଛେଦ ପଡ଼ିଛି । ଭଗତ ସିଂ, ରାଜଗୁରୁ, ଶୁକଦେବ, ଚନ୍ଦ୍ରଶେଖର ଆଜାଦ, ଆସପାକ୍ଉଲ୍ଲା ଖାନ, ବାଜି ରାଉତ, ଖୁଦିରାମ ବୋଷ ପ୍ରମୁଖଙ୍କୁ କେନ୍ଦ୍ର ସରକାର ରାଷ୍ଟ୍ରୀୟ ନାୟକ ରୂପେ ଘୋଷଣା କରିବାକୁ ଦାବି କରିଛନ୍ତି ମୁକ୍ତିକାନ୍ତ ବିଶ୍ୱାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ