Masthead

ସାଇ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରିପଦା (ବଡ଼ ଖବର ବ୍ୟୁରୋ): ବାରିପଦା ସ୍ଥିତ ଏକ ଘରେଇ ସାଇ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି । ଭୋର୍ ସମୟରେ ହସ୍ପିଟାଲର ଦ୍ୱୁତୀୟ ମହଲାରେ ଥିବା ଆଇସିୟୁର ଡ୍ୟୁଟି ରୁମରେ ନିଆଁ ଲାଗିଯାଇଥିଲା । ବିଦ୍ୟୁତ୍ ସଟ ସର୍କିଟରୁ ନିଆଁ ଲାଗିଥିବାର ଅନୁମାନ କରାଯାଉଥିବା ବେଳେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି । ସମସ୍ତ ରୋଗୀ ସୁରକ୍ଷିତ ସ୍ଥାନକୁ ସ୍ତାନାନ୍ତର କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା