Masthead

ସାମ୍ନାକୁ ଆସିଲା ଅଦ୍ରିଜା ଓ ଅର୍କେଶଙ୍କ କଳି

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ସାମ୍ନାକୁ ଆସିଲା ଅଦ୍ରିଜା ଓ ଅର୍କେଶଙ୍କ କଳି । ଉଭୟ ସ୍ୱାମୀ-ସ୍ତ୍ରୀ ଗଳିଗୁଲଜ କୌଣସି କାରଣରୁ ଗାଳିଗୁଲଜ ହେଉଥିବା ଦେଖିବାକୁ ମିଳିଛି । ଯାହାର ଭିଡିଓ ସାମ୍ମାକୁ ଆସିଛି । ପ୍ରଥମେ ପ୍ରତିକ୍ରିୟା ଓ ପରେ ଭିଡିଓକୁ ସମସ୍ତଙ୍କ ସାମ୍ନାକୁ ଆଣିଛନ୍ତି ଅର୍କେଶ । ରାଜ ଉଆସ ଭିତରେ ସୀମିତ ରହିଥିବା ପାରିବାରିକ ବିବାଦ ଏବେ ଜାତୀୟ ସ୍ତରରେ ଚର୍ଚା ଜୋର୍ ଧରିଛି ।

ବଲାଙ୍ଗିର ରାଜପରିବାରର ସାନ ବୋହୂ ଅଦ୍ରିଜା ସିଂଦେଓ ତାଙ୍କ ସ୍ଵାମୀ ସହ ଶ୍ଵଶୁର ଘର ଲୋକଙ୍କ ନାଁରେ ନିର୍ଯାତନା ଭଳି ସଙ୍ଗିନ ଅଭିଯୋଗ ଆଣିଛନ୍ତି ଓ ତାଙ୍କୁ ଘର ଲୋକେ ଶାରୀରିକ ମାନସିକ ନିର୍ଯାତନା ଦେଉଥିବାରୁ ଘରୋଇ ହିଂସା ମାମଲା ମଧ୍ୟ କରିଛନ୍ତି ଓ ହେଲେ ତାଙ୍କ ଗୁହାରି ପୋଲିସ ଶୁଣୁ ନଥିବାରୁ ସୁରକ୍ଷା ପାଇଁ ଉତ୍ତରାଖଣ୍ଡ ଡିଜିପିଙ୍କ ଦ୍ୱାରସ୍ଥ ହୋଇଛନ୍ତି ଅଦ୍ରୀଜା ଓ ସେପଟେ ଅଭିଯୋଗକୁ ମିଥ୍ୟା ବୋଲି କହିବା ସହ ସ୍ତ୍ରୀ ନାମରେ ମାମଲା ଦୟାର କରିଛନ୍ତି ଅରକେଶ । ଗତକାଲି ଅର୍କେଶ ନାରାୟଣ ସିଂଦେଓ ଏହା ଭିତିହୀନ ବୋଲି କହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ