Masthead

ସୁନା ପୁଅ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):   ଟୋକିଓ ପାରାଲିମ୍ପିକ୍ସିରେ ସ୍ୱଣ୍ଣପଦକ ଜିତିଛନ୍ତି ଓଡିଆ ପୁଅ ପ୍ରମୋଦ ଭଗତ । ଅଲମ୍ପିକ୍ସରେ ଦମଦାର ପ୍ରଦର୍ଶନ କରି ଏବେ ସମସ୍ତଙ୍କ ବାହା ବାହା ଲୁଟୁଛନ୍ତି ଭଗତ । ଚାରିଆଡୁ ଶୁଭେଚ୍ଛାର ଶୁଅ ଛୁଟୁଛି । ପ୍ରଧାନମନ୍ତ୍ରୀଙ୍କ ସମେତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ କରି ପ୍ରମୋଦଙ୍କୁ ନିଜର ଅଭିନନ୍ଦନ ଜଣାଇଛନ୍ତି । ଓଡିଆ ପୁଅ ପ୍ରମୋଦ ଭଗତଙ୍କ ଏହି ବିଜୟରେ ସାରା ଭାରତ ଖୁସି ।

ପ୍ରମୋଦ ଭଗତଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇବା ସହ ଏହାକୁ ସ୍ୱର୍ଣ୍ଣିମ ଇତିହାସ ବୋଲି କହଛନ୍ତି । ପାରା ବ୍ୟାଡମିଣ୍ଟନରେ ଏହା ଭାରତକୁ ପ୍ରଥମ ପଦକ । ପ୍ରମୋଦ ଭାରତକୁ ପ୍ରଥମ ପଦକ ଦେଇ ଭାରତ ପାଇଁ ଇତିହାସ ରଚିଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ସମ୍ବୋଧନ କରିଛନ୍ତି ।

ଏପଟେ କେନ୍ଦ୍ରମମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ କରି ଲେଖିଛନ୍ତି ,ପ୍ରମୋଦଙ୍କ ଏପରି ବିଜୟ ସମସ୍ତଙ୍କ ପାଇଁ ଗର୍ବର ମୂହୁର୍ତ୍ତ । ଏଥି ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୋଦଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା