ସୁପ୍ରିମକୋର୍ଟଙ୍କ ରାୟ; ବିନା ଅନୁମତିରେ ହେବ ସରକାରୀ ବାବୁଙ୍କ ମାମଲା ରୁଜୁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀ କେନ୍ଦ୍ର ସରକାରଙ୍କ ଅଧୀନରେ ନୀଯୁକ୍ତ ଯୁଗ୍ମ ସଚିବ ଓ ଅଫିସରମାନେ ଦୁର୍ନୀତିରେ ସମ୍ପୃକ୍ତ ଥିଲେ, ସେମାନଙ୍କ ବିରୋଧରେ ତଦନ୍ତ କରାଯାଇ ମାମଲା ରୁଜୁ କରାଯାଇପାରିବ ତାହା ପୁଣି କର୍ତ୍ତୁପକ୍ଷଙ୍କ ଅନୁମତି ନଥିଲେ ମଧ୍ୟ ଏହା ହୋଇପାରିବ । ୨୦୧୪ରେ ସୁପିମକୋର୍ଟ ଦେଇଥିବା ଏହି ରାୟକୁ ୨୦୦୩ ସେପ୍ଟେମ୍ବର ୧୧ ପିଛିଲା ଭାବେ ଲାଗୁ କରିବା ପାଇଁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି ।

ଦୁର୍ନୀତି ମାମଲାରେ ଦିଲ୍ଲୀ ସ୍ୱତନ୍ତ୍ର ପୋଲିସ ପ୍ରତିଷ୍ଠାନ ଅଧିନିୟମ, ୧୯୪୬ରେ ଉପରୋକ୍ତ ଅଧିକାରୀଙ୍କ ବିରୋଧର ତଦନ୍ତଓ କାର୍ଯ୍ୟାନୁଷ୍ଠାନ ଲାଗି ଉଚ୍ଚ କର୍ତ୍ତୁପକ୍ଷଙ୍କ ଅନୁମତି ଆଣିବାରେ ବ୍ୟବସ୍ଥା ରହିଥିଲା । କିନ୍ତୁ ୨୦୧୪ ମେ ସର୍ବୋଚ୍ଚ ଅଦାଲତ ଏହାକୁ ଖାରଜ କରିଦେଇଥିଲେ । ଏବେ ଉକ୍ତ ରାୟକୁ ପିଛିଲା ଭାବେ ଲାଗୁ କରିବା ଲାଗି ଜଷ୍ଟିସ ସଞ୍ଜୟ କିଷନ କୌଲଙ୍କ ଅଧ୍ୟକ୍ଷତାରେ ୫ ଜଣିଆ ସାମ୍ବିଧାନିକ ପୀଠ ସର୍ବସମ୍ମତ ରାୟ ପ୍ରଦାନ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ