Masthead

ସୁପ୍ରିମକୋର୍ଟ ଗଲେ ହେମନ୍ତ ସୋରେନ୍‌

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ):ସୁପ୍ରିମକୋର୍ଟର ଦ୍ୱାରସ୍ଥ ହେଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ । ଝାଡଖଣ୍ଡ ହାଇକୋର୍ଟରେ ତାଙ୍କ ଜାମିନ ଆବେଦନ ଖାରଜ ପରେ ସେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଇଡିର ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହେମନ୍ତ ସୋରେନ୍‌ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଥିଲେ । ତାଙ୍କ ଆବେଦନକୁ ଖାରଜ ପରେ ସେ ସୁପ୍ରିମକୋର୍ଟରେ ଏହାକୁ ଚ୍ୟାଲେଞ୍ଜ କରିଛନ୍ତି । ଗିରଫଦାରୀ ଅଯୌକ୍ତିକ ଏବଂ ଏହି ମାମଲାରେ ତାଙ୍କୁ ରିମାଣ୍ଡରେ ନେବା ବେଆଇନ ଏବଂ ଅନୁଚିତ ବୋଲି ତାଙ୍କ ପିଟିସନରେ ସୋରେନ ଦାବି କରିଛନ୍ତି ।

କପିଲ ସିବଲ ସିଜେଆଇଙ୍କୁ କହିଛନ୍ତି, ମେ’ ୧୩ ତାରିଖରେ ନିର୍ବାଚନ ହେବ । ଏଭଳି ସ୍ଥିତିରେ ହେମନ୍ତ ସୋରେନ୍‌ଙ୍କ ଅଧିକାର ପ୍ରଭାବିତ ହେଉଛି । ନିର୍ବାଚନ ପାଇଁ ତାଙ୍କୁ ଜାମିନ ମିଳିବା ଉଚିତ । ତେଣୁ ଏହି ମାମଲରେ ଶୀଘ୍ର ଶୁଣାଣି କରାଯାଉ ବୋଲି ସେ ଦାବି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ