Masthead

ସ୍କୁଲ ପିଅନ ଦ୍ୱାରା ଦୁଷ୍କର୍ମର ଶିକାର ହେଲା ୩ୟ ଶ୍ରେଣୀର ଛାତ୍ରୀ

ରାୟଗଡା(ବଡ଼ ଖବର ବ୍ୟୁରୋ):  ୩ୟ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଭିଯୁକ୍ତ ପିଅନକୁ ଉଠାଇ ନେଲା ପୋଲିସ । ଗାଡ଼ି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଗାଁରେ ଉତ୍ତେଜନା । ଏଭଳି ଘଟଣା ଘଟିଛି ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକର ଡଙ୍ଗାସିଲ ବାଳିକା ସେବାଶ୍ରମରେ । ବିଦ୍ୟାଳୟ ଛୁଟି ପରେ ମୁଖ୍ୟ ଫାଟକକୁ ବନ୍ଦ କରି ନିଜ ରୁମରେ ବନ୍ଦ କରି ନାବାଳିକାକୁ ଦେଇଛି ନିର୍ଯାତନା।

 

ସବୁଦିନ ଭଳି ମଧ୍ୟାହ୍ନରେ ଛାତ୍ରୀ ନିଜ ଘରକୁ ଆସି ବିଦ୍ୟାଳୟକୁ ଯାଇଥିଲେ । ତେବେ ଅପରାହ୍ନରେ ସବୁ ଛାତ୍ରୀ ଯିବାବେଳେ ନାବାଳିକାକୁ ପିଅନ ଅଟକାଇଥିଲେ । ଝିଅର କାନ୍ଦିବା ସ୍ୱର ଶୁଣି ତାକୁ ଉଦ୍ଧାର କରାଯାଇଥିଲା । ପରେ ରାୟଗଡ଼ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ