Masthead

ୟୁପିରେ ଟ୍ୟାକ୍ସ ଫ୍ରି, ପଶ୍ଚିମବଙ୍ଗରେ ବ୍ୟାନ୍

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ବଲିଉଡ ଫିଲ୍ମ ‘ଦ କେରଲା ଷ୍ଟୋରୀ’କୁ ନେଇ ବିବାଦ ଲାଗି ରହିଛି। କେତେକ ରାଜ୍ୟରେ ଫିଲ୍ମକୁ ବ୍ୟାନ କରାଯାଇଛି । କିନ୍ତୁ ଏବେ ମଧ୍ୟପ୍ରଦେଶ ପରେ ଏବେ ଉତ୍ତରପ୍ରଦେଶରେ ମଧ୍ୟ ଦ କେରଳ ଷ୍ଟୋରୀକୁ ଟିକସମୁକ୍ତ କରାଯାଇଛି । ଏଥିସହ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ତାଙ୍କ କ୍ୟାବିନେଟ ସହିତ ଏକ ସ୍ବତନ୍ତ୍ର ସ୍କ୍ରିନିଂରେ ଫିଲ୍ମ ଦେଖିବେ ବୋଲି ସୂଚନା ମିଳିଛି। ଏହାପୂର୍ବରୁ ଏହି ଚଳଚ୍ଚିତ୍ର ମଧ୍ୟପ୍ରଦେଶରେ ଟିକସମୁକ୍ତ କରାଯାଇଥିଲା।

ଗୋଟିଏ ପଟେ ମଧ୍ୟପ୍ରଦେଶ ଓ ଉତ୍ତରପ୍ରଦେଶ ଭଳି ରାଜ୍ୟରେ ଫିଲ୍ମକୁ ଟିକସମୁକ୍ତ କରାଯାଇଥିବା ବେଳେ ପଶ୍ଚିମବଙ୍ଗରେ ଫିଲ୍ମକୁ ସମ୍ପୂର୍ଣ୍ଣ ରୂପେ ବ୍ୟାନ୍ କରାଯାଇଛି । ପଶ୍ଚିମବଙ୍ଗର ସମସ୍ତ ସିନେମା ହଲରୁ ଏହି ଫିଲ୍ମ ହଟାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ଶାନ୍ତି ବଜାୟ ରଖିବାକୁ ଏଭଳି ନିଷ୍ପତ୍ତି ନିଆଯାଇଥିବା କୁହାଯାଉଛି । ମମତା କହିଛନ୍ତି, ଏହି ଫିଲ୍ମ ଜରିଆରେ କେରଳ ଲୋକଙ୍କ ସମ୍ମାନ କ୍ଷୂର୍ଣ୍ଣ କରାଯାଉଛି । ବିଜେପି ଏଭଳି ସାମ୍ପ୍ରଦାୟିକ ଭେଦଭାବ କାହିଁକି ସୃଷ୍ଟି କରୁଛି । ଏସବୁ କରିବା କଣ ଗୋଟେ ରାଜନୈତିକ ଦଳର କାମ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଏପଟେ ଶୀତ ଥରାଉଛି ସେପଟେ ଖରା ଜାଳୁଛି