Masthead

୨୦ରୁ ଉର୍ଦ୍ଧ ଛେଳିଙ୍କୁ ଦେଇଦେଲେ ବିଷ !

ଘସିପୁରା (ବଡ଼ ଖବର ବ୍ୟୁରୋ): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ୨୦ରୁ ଉର୍ଦ୍ଧ୍ବ ଛେଳିଙ୍କୁ ବିଷ ଦେଇଥିବା ଅଭିଯୋଗ । ଅଭିଯୋଗ ଅନୁଯାୟୀ ଘସିପୁରା ଥାନା କେଶଦୁରାପାଳ ଗାଁର ଟିକା ଦେହୁରୀ ନାମକ ଜଣେ ବ୍ୟକ୍ତିଙ୍କ ମୃତ୍ୟୁକୁ ୧୦ ଦିନ ପୁରି ନଥିବା ବେଳେ ଆଜି ତାଙ୍କ ପାଳିତ ୨୦ରୁ ଉର୍ଦ୍ଧ୍ବ ଛେଳି ଗାଁର ଅନ୍ୟ ଗୋଟିଏ ପରିବାର ବିଷ ଦେଇ ହତ୍ୟା କରିଥିବା ଅଭିଯୋଗ କରିଛନ୍ତି ପରିବାର ଲୋକେ । ଟିକା ଦେହୁରୀ ଜଣେ ଗରିବ ଶ୍ରେଣୀର ଲୋକ ହୋଇଥିବା ଵେଳେ ଗୋଟିଏ ପଟେ ତାଙ୍କ ମୃତ୍ୟୁକୁ ନେଇ ପରିବାର ଅସହାୟ ହୋଇ ପଡିଛି । ଅନ୍ୟପଟେ ପାଳିତ ଛେଳି ଗୁଡିକ ଏକା ଥରେ ମୃତ୍ୟୁବରଣ କରିଥିବାରୁ ପରିବାରକୁ ନ୍ୟାୟ ଦେବାକୁ ସ୍ଥାନୀୟ ଅଞ୍ଚଳରେ ଦାବି ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା