Masthead

୨୧ ଲୋକସଭା ଆସନ ବିଜେପିକୁ ଦେବେ ଓଡ଼ିଶାବାସୀ : ନଡ୍ଡା

କରଞ୍ଜିଆ(ବଡ଼ ଖବର ବ୍ୟୁରୋ):ଓଡ଼ିଶାରେ ବିଜେପି ନେତାଙ୍କ ପ୍ରଚାରପ୍ରସାର । ଆଜି କରଞ୍ଜିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର କରିଛନ୍ତି । ଏହି ଅବସରରେ ନଡ୍ଡା କହିଛନ୍ତି ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୦ ବର୍ଷର ସରକାରରେ ରାଜନୀତିର ପରିଭାଷା ବଦଳିଛି ।

ଏବେ ସାଧାରଣ ଲୋକ ମୋଦୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗଢିବାକୁ ଆଶା ପୋଷଣ କରୁଛନ୍ତି । ଭାରତରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଏକଲବ୍ୟ ମଡେଲ ସ୍କୁଲ ଖୋଲିଛନ୍ତି ମୋଦୀ ସରକାର । ଏବେ ଆଦିବାସୀ ଲୋକ ସଂଗ୍ରହ କରୁଥିବା ୯୦ଟି ଜଙ୍ଗଲଜାତ ଦ୍ରବ୍ୟକୁ ଏମଏସପିରେ ସାମିଲ କରିଛନ୍ତି । ଆଗାମୀ ୩ ବର୍ଷରେ ଭାରତ ବିଶ୍ୱର ୩ୟ ଅର୍ଥନୈତିକ ରାଷ୍ଟ୍ର ଭାବେ ଉଭା ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳୁଛି । ବୋଲି ନାଡ୍ଡା କହିଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’