Masthead

୨୨ରେ ମୟୂରଭଞ୍ଜରେ ସ୍ମାର୍ଟ ହେଲ୍‌ଥ କାର୍ଡ ବାଣ୍ଟିବେ ନବୀନ

ମୟୂରଭଞ୍ଜ(ବଡ଼ ଖବର ବ୍ୟୁରୋ): ଅକ୍ଟୋବର ୨୨ରେ ମୟୂରଭଞ୍ଜ ଯିବେ ନବୀନ । ଜିଲ୍ଲାର ବାଣ୍ଟିବେ  ସ୍ମାର୍ଟ ହେଲ୍‌ଥ କାର୍ଡ । ୬ଲକ୍ଷ ହିତାଧିକାରୀ ଉପକୃତ ହେବେ ଏହି ସ୍ମାର୍ଟ ହେଲ୍‌ଥ କାର୍ଡରେ। ହସପିଟାଲରେ ଦେଖାଇଲେ ମିଳିବ ମାଗଣା ଚିକିତ୍ସା ସୁବିଧା। ରାଜ୍ୟର ୯୬ ଦଶମିକ ୫ଲକ୍ଷ ପରିବାରକୁ କାର୍ଡ ମିଳିବାକୁ ଥିବା ବେଳେ ଏଥିରେ ସାଢ଼େ ତିନି କୋଟି ଲୋକ ଉପକୃତ ହେବେ। ରାଜ୍ୟ ଓ ରାଜ୍ୟ ବାହାରର ୨୦୦ରୁ ଅଧିକ ଘରୋଇ ହସ୍ପିଟାଲରେ ଉନ୍ନତମାନର ଚିକିତ୍ସା ପାଇପାରିବେ ହିତାଧିକାରୀ ।

ପୁରୁଷଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ଚିକିତ୍ସା ସୁବିଧା ମିଳିବ । ଏଥିସହ ମୟୂରଭଞ୍ଜରେ ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୨୧ଶହ ୫୫କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ଏଥିସହ ୩୨୦କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ