Masthead

୨ ବର୍ଷ ଭିତରେ କେହି ହୋଇନାହାନ୍ତି କୃତକାର୍ଯ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ କୋଚିଙ୍ଗ ସେଣ୍ଟର ଫେଲ । ୨ ବର୍ଷ ଭିତରେ କେହି ହୋଇନାହାନ୍ତି କୃତକାର୍ଯ୍ୟ । ସରକାର ଓଏଏସ ଆଇଏଏସ କୋଚିଙ୍ଗ ମାଗଣା ଦେବେ ବୋଲି ଘୋଷଣା କରିଥିଲେ । ମାତ୍ର ଦୁଇ ବର୍ଷ ଭୀତରେ ଜଣେ ହେଲେ ବି ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷା ଓ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇନାହାନ୍ତି ବୋଲି ବିଧାୟକ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରଶ୍ନର ଉତ୍ତରରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ କହିଛନ୍ତି । ନିତ୍ୟାନନ୍ଦ ପ୍ରଶ୍ନ କରିଥିଲେ କିଏ କେଉଁ ସ୍ଥାନରେ କେଉଁ ବିଷୟରେ କୋଚିଙ୍ଗ ଦେଇଛନ୍ତି ବୋଲି ପ୍ରଶ୍ନ କରିଥିଲେ ବିଧାୟକ ନିତ୍ୟାନନ୍ଦ ଗଣ୍ଡ । ସେ ପଚାରିଥିଲେ କେଉଁ ସମୟରେ କୋଚିଙ୍ଗ ଦେଇଥିଲେ ତାହାର ରିପୋର୍ଟ ପ୍ରଦାନ କରୁନାହାନ୍ତି କାହିଁକି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା