Masthead

୩୭୦ ଧାରା ଲାଗୁ କରିବାର କାହାରି ସାହାସ ନାହିଁ’ : ମୋଦୀ

ଜମ୍ମୁ-କାଶ୍ମୀର (ବଡ଼ ଖବର ବ୍ୟୁରୋ):ନିର୍ବାଚନ ମଧ୍ୟରେ ପ୍ରଧାନମନ୍ତ୍ରୀଙ୍କ କଂଗ୍ରେସକୁ ବଡ ଚ୍ୟାଲେଞ୍ଜ । କହିଛନ୍ତି ଜମ୍ମୁ-କାଶ୍ମୀରରୁ ୩୭୦ ଧାରାକୁ ଉଚ୍ଛେଦ କରାଯିବାପରେ କାହାରି ସାହାସ ନାହିଁ ତାକୁ ପୁଣି ଲାଗୁ କରିବାକୁ । ସାହାସ ଅଛି ଯଦି କଂଗ୍ରେସ ପୁଣି ଥରେ ସେଠାରେ ୩୭୦ ଲାଗୁ କରିବା କଥା କହି ଦେଖୁ । ଲୋକଙ୍କ ସ୍ଥିତିକୁ ସୁଧାରବାକୁ ଦୀର୍ଘ ବର୍ଷର ପ୍ରଚେଷ୍ଟା ପରେ ସେଠାରୁ ୩୭୦ ଧାରା ଉଚ୍ଛେଦ କରାଯାଇଛି । କିନ୍ତୁ ଏହାକୁ ବିରୋଧୀ ବିରୋଧ କରୁଛନ୍ତି । କିନ୍ତୁ ସେମାନେ ଭଲ ଭାବେ ଜାଣିଛନ୍ତି ରାଜ୍ୟ ପାଇଁ କ’ଣ ଭଲ ଖରାପ, କିନ୍ତୁ ଅସଲ କଥା ହେଉଛି ଲୋକଙ୍କୁ ଭ୍ରମିତ କରିବା ଏମାନଙ୍କର ଅଭ୍ୟାସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା