Masthead

୪୮ ରନ ରେ ଏମ ଆଇ ବିଜୟୀ

 

ଆବୁଧାବି : ଗୁରୁବାର ଆଇପିଏଲ୍‌ର ତ୍ରୟୋଦଶ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ମୁହାଁ ମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରି ୪ ଉଇକେଟ୍‌ ହରାଇ ୧୯୧ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଅଧିନାୟକ ରୋହିତ୍‌ ଶର୍ମା ସର୍ବାଧିକ ୭୦ ରନ ସଂଗ୍ରହ କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୧୯୧ ପହଞ୍ଚାଇଥିଲେ। ପଞ୍ଜାବ ପକ୍ଷରୁ ୧୪୩ ରନ ସଂଗ୍ରହ କରିଛି । ରୋହିତ୍‌ ଆଇପିଏଲ୍‌ ଇତିହାସରେ ୩ୟ ବ୍ୟାଟ୍ସମ୍ୟାନ ପରେ ୫ ହଜାର ରନ୍‌ ପୂରଣ କରିବାର ସୌଭାଗ୍ୟ ଅର୍ଜନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ