Masthead

୪୮ ରନ ରେ ଏମ ଆଇ ବିଜୟୀ

 

ଆବୁଧାବି : ଗୁରୁବାର ଆଇପିଏଲ୍‌ର ତ୍ରୟୋଦଶ ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଇଲେଭେନ ପଞ୍ଜାବ ପରସ୍ପର ମୁହାଁ ମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ମୁମ୍ବାଇ ନିର୍ଦ୍ଧାରି ୪ ଉଇକେଟ୍‌ ହରାଇ ୧୯୧ ରନ୍‌ ସଂଗ୍ରହ କରିଛି। ଦଳ ପକ୍ଷରୁ ଅଧିନାୟକ ରୋହିତ୍‌ ଶର୍ମା ସର୍ବାଧିକ ୭୦ ରନ ସଂଗ୍ରହ କରିଥିଲେ। ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରି ଦଳୀୟ ସ୍କୋରକୁ ୧୯୧ ପହଞ୍ଚାଇଥିଲେ। ପଞ୍ଜାବ ପକ୍ଷରୁ ୧୪୩ ରନ ସଂଗ୍ରହ କରିଛି । ରୋହିତ୍‌ ଆଇପିଏଲ୍‌ ଇତିହାସରେ ୩ୟ ବ୍ୟାଟ୍ସମ୍ୟାନ ପରେ ୫ ହଜାର ରନ୍‌ ପୂରଣ କରିବାର ସୌଭାଗ୍ୟ ଅର୍ଜନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଇରାନର ୫ ଜାହାଜ ଧ୍ୱଂସ କଲା ଆମେରିକା