Before Header

୪ ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ

0 14

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଘୋଷଣା ହେଲା ଲୋକସଭା ଓ ବିଧାନସଭା ନିର୍ବାଚନ ତାରିଖ । ୪ ପର୍ଯ୍ୟାୟରେ ଓଡ଼ିଶାରେ ଭୋଟ । ଓଡ଼ିଶାରେ କେଉଁ ଜିଲ୍ଲାରେ କେବେ ହେବ ଲୋକସଭା ଓ ବିଧାନସଭା ନିର୍ବାଚନ ।

ଲୋକସଭା
(ମେ’ ୧୩) କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର. କୋରାପୁଟ
(ମେ’ ୨୦) ବରଗଡ, ସୁନ୍ଦରଗଡ, ବଲାଙ୍ଗୀର, କନ୍ଧମାଳ, ଆସ୍କା
(ମେ’ ୨୫) ସମ୍ବଲପୁର , କେନ୍ଦୁଝର , ଢ଼େଙ୍କାନାଳ, କଟକ , ପୁରୀ , ଭୁବନେଶ୍ୱର
(ଜୁନ୍ ୧) ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର

ବିଧାନସଭା
ମେ ୧୩ ଓଡ଼ିଶାର

ନୁଆପଡା, ଖଡିଆଳ, ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, ଲାଞ୍ଜିଗଡ, ଜୁନାଗଡ, ଧର୍ମଗଡ, ଭବାନୀ ପାଟଣା, ନର୍ଲା, ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଟିକିରି, ମୋହନା, ପାରଳାଖେମୁଣ୍ଡି, ଗୁଣୁପୁର, ବିଷମକଟକ, ରାୟଗଡା , ଲଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ, ପଟାଙ୍ଗି, ମାଲକାନଗିରି, ଚିତ୍ରକୋଣ୍ଡା , ରେ ଭୋଟ ଗ୍ରହଣ କରାଯିବ ।

ସେହିପରି ମେ ୨୦ରେ

ପଦ୍ମପୁର, ବିଜେପୁର, ବରଗଡ, ଅତାବିରା, ଭଟଲି, ବ୍ରଜରାଜନଗର, ଝାରସୁଗୁଡା, ତଳଶରା, ସୁନ୍ଦରଗଡ, ବୀରମିତ୍ରପୁର, ରଘୁନାଥପାଲୀ, ରାଉଲକେଲା, ରାଜଗାଙ୍ଗପୁର, ବଣାଇ, ବୀରମହାରାଜପୁର, ସୋନପୁର, ଲୋଇସିଙ୍ଘା, ପାଟଣାଗଡ , ବଲାଙ୍ଗିର, ଟିଟିଲାଗଡ , କଣ୍ଟାବାଞ୍ଜି, ବାଲିଗୁଡା, ଜି ଉଦୟଗିରି, ଫୁଲବାଣୀ, କଣ୍ଟାମାଳ, ବୌଦ୍ଧ, ଦଶପଲ୍ଲା, ଭଂଜନଗର, ପୋଲସରା, କବିସୂର୍ଯ୍ୟନଗର, ଖଲିକୋଟ, ଆସିକା, ସୋରଡା, ସାନଖେମୁଣ୍ଡି, ହିଂଜିଳି, ରେ ଭୋଟ ଗ୍ରହଣ କରାଯିବା ନେଇ ନିର୍ବାଚନ କମିସନ ଘୋଷଣା କରିଛନ୍ତି ।

ମେ ୨୫ ରେ

କୁଚିଣ୍ଡା, ରେଙ୍ଗାଲି, ସମ୍ବଲପୁର, ରେଢାଖୋଲ, ଦେଓଗଡ଼, ଛେଣ୍ଡିପଦା, ଆଠମଲ୍ଲିକତେଲକୋଇ, ଘସିପୁରା, ଆନନ୍ଦପୁର, ପାଟଣା, କେନ୍ଦୁଝର, ଚମ୍ପୁଆ, କରଞ୍ଜିଆ
ଢ଼େଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର, ପରଜଙ୍ଗ, ପାଲଲହଡା, ତାଳଚେର, ଅନୁଗୁଳ, ବଡମ୍ବା, ବାଙ୍କି, ଆଠଗଡ, ବାରବାଟୀ-କଟକ, ଚୌଦ୍ୱାର-କଟକ, କଟକ ସଦର, ଖଣ୍ଡପଡା, ପୁରୀ, ବ୍ରହ୍ମଗିରି, ସତ୍ୟବାଦୀ, ପିପିଲି, ଚିଲିକା, ରଣପୁର, ନୟାଗଡ
ଜୟଦେବ, ଭୁବନେଶ୍ୱର (ମଧ୍ୟ), ଭୁବନେଶ୍ୱର ଉତ୍ତର, ଏକାମ୍ର ଭୁବନେଶ୍ୱର, ଜଟଣୀ, ବେଗୁନିଆ, ଖୋର୍ଦ୍ଧା,

ଜୁନ୍ ୧ ରେ

ଯଶିପୁର, ସାରସକଣା, ରାଇରଙ୍ଗପୁର, ବାଙ୍ଗିରିପୋଷି, ଉଦଳା, ବାରିପଦା, ମୋରଡା, ବଡସାହି, ଜଳେଶ୍ୱର, ଭୋଗରାଇ, ବସ୍ତା, ବାଲେଶ୍ୱର, ରେମୁଣା, ନୀଳଗିରି, ସୋର, ସିମୁଳିଆ, ଭଣ୍ଡାରିପୋଖରୀ, ଭଦ୍ରକ, ବାସୁଦେବପୁର, ଧାମନଗର, ଚାନ୍ଦବାଲି, ବିଂଝାରପୁର, ବରୀ, ବଡଚଣା, ଧର୍ମଶାଳା, ଯାଜପୁର, କୋରେଇ, ସୁକିନ୍ଦା, ସାଲେପୁର, ମାହାଙ୍ଗା, ପାଟକୁରା, କେନ୍ଦ୍ରାପଡା, ଆଳି, ରାଜନଗର, ମହାକାଳପଡା, ନିଆଳି, ପାରାଦୀପ, ତିର୍ତ୍ତୋଲ, ବାଲିକୁଦା-ଏରସମା, ଜଗତସିଂହପୁର, କାକଟପୁର, ନିମାପଡା

 

Leave A Reply

Your email address will not be published.