Masthead

୫୦୦ ଟଙ୍କା ପାଇଁ ଜୀବନ ଗଲା !

ଭୁବନେଶ୍ୱର : ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ କିଆପାଣପୋଷି ଗ୍ରାମରେ ଆଜି ସ୍ବର୍ଗତ ଯୋଗେଶ୍ୱର ବେହେରା ଙ୍କ ସାନପୁଅ ରାଜନ ବେହେରା (ବୟସ-୧୪) ଙ୍କ ସନ୍ଧେହ ଜନକ ମୃତ୍ୟୁ ଘଟିଛି, ସେ ନିକଟ ମୋତା ଆଶ୍ରମ ସ୍କୁଲ ର ସପ୍ତମ ଶ୍ରେଣୀର ଛାତ୍ର ବୋଲି ଜଣା ପଡିଛି, ଗ୍ରାମ ଜୟନିକା ମହିଳା ସସ୍ମିତା ବେହେରା ଙ୍କ ଘରୁ 500 ଟଙ୍କା ଚୋରି କରିଥିବା ନେଇ ସେ ମହିଳା ସେ ପିଲାକୁ ଏକ ବାଡ଼ିରେ ପିଟିଥିବା ନେଇ ପ୍ରକାଶ କରିଛନ୍ତି କିନ୍ତ ଏହି ମୃତ୍ୟୁ ଘଟଣା ବିଷୟରେ କିଛି ଜାଣିନି, ପୋଲିସ ଖବର ପାଇ ଘଟଣା ସ୍ଥଳରେ ପହଂଚି ଶବ କୁ ଜବତ କରିବା ସହିତ ତଦନ୍ତ ଆରମ୍ଭ କରିଛି ତେବେ ପୋଲିସ ଘଟଣାର ସତ୍ୟା ସତ ଜାଣିବା ପାଇଁ ଆସନ୍ତାକାଲି ସାଇଣ୍ଟିଫିକ ଟିମ ଆସିବାପରେ ଏବଂ ଶବ ବ୍ୟବଛେଦ ପରେ ମୃତ୍ୟୁ ର କାରଣ ସ୍ପଷ୍ଟ ହେବ ବୋଲି କରଞ୍ଜିଆ ପୋଲିସ ପକ୍ଷରୁ ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା