Masthead

ଓଡ଼ିଶା ଗସ୍ତରେ ଦୁଇ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଠାରୁ ବିଜେପିର ଜନ ଆଶୀର୍ବାଦ ଯାତ୍ରା ଆରମ୍ଭ ହେବ। ଏଥିରେ ସାମିଲ୍‌ ହେବା ପାଇଁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶା ଗସ୍ତରେ ଆସିବେ । ଗୁରୁବାର ପୂର୍ବାହ୍ନ ୯ଟାରେ ଦୁଇ ମନ୍ତ୍ରୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ଏକ ଶୋଭାଯାତ୍ରାରେ ପୁରୀ ଯିବେ।

ପୂର୍ବାହ୍ନ ୯ଟା ୩୦ରେ ରାଜ୍ୟ ସଂଗ୍ରହାଳୟ ଛକ, ୧୦ଟାରେ ସାମନ୍ତରାପୁର ଛକ, ୧୦ଟା ୩୦ରେ ଲିଙ୍ଗିପୁର ଛକରେ ଦୁଇ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ଦିଆଯିବ। ଦୁଇ କେନ୍ଦ୍ର ମନ୍ତ୍ରୀଙ୍କୁ ଭୁବନେଶ୍ବରରୁ ପୁରୀ ମଧ୍ୟରେ ବିଭିନ୍ନ ସ୍ଥାନରେ ସମ୍ବର୍ଦ୍ଧନା ଦିଆଯିବ। ଦୁଇ ମନ୍ତ୍ରୀ ଏହି ଗସ୍ତ ସମୟରେ ବକୁଳ ବନ ପରିଦର୍ଶନେଭର ଯିବାର କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା