Masthead

ସରକାର ଗଠନ ହେବା ପୂର୍ବରୁ କାବୁଲ ପହଁଞ୍ଚିଲେ ଆଇଏସଆଇ ମୁଖ୍ୟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ତଲିବାନ ଆଫଗାନିସ୍ତାନରେ ସରକାର ଗଠନ କରିବା ପାଇଁ ଯାଉଛି । ଏହାରି ମଧ୍ୟରେ ଅନେକ ତାଲିବାନୀ ନେତା ପାକିସ୍ତାନ ଓ ଆତଙ୍କବାଦୀ ସଙ୍ଗଠନ ସହ ତାଙ୍କର କିଛି ସମ୍ପର୍କ ନାହିଁ ବୋଲି କହିଆସୁଥିଲେ । ହେଲେ ତାଲିବାନରେ ସରକାର ଗଠନ ହେବା ପୂର୍ବରୁ ଆଇଏସଆଇ ମୁଖ୍ୟ ଫୈଜ ହମିଦ କାବୁଲରେ ପହଁଞ୍ଚିଛନ୍ତି ।

ଅପରପକ୍ଷେ ପାକିସ୍ତାନର ଗୁଇନ୍ଦା ସଂସ୍ଥା ଆଇଏସଆଇର ମୁଖ୍ୟ କାବୁଲରେ ପହଁଞ୍ଚିବା କଥା ଅନେକ କିଛି ବୁଝାଉଛି । ବିଶେଷ କରି ଏହା ଏପରି ସମୟରେ ଘଟିଛି ଯେତେବେଳେ ଆଫଗାନିସ୍ତାନରୁ ଆମେରିକାକୁ ହଟାଇବା ପଛରେ ପାକିସ୍ତାନ ଅଛି ବୋଲି ସନ୍ଦେହ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା