Masthead

ବାଇପାସରୁ ୧୫ ଲକ୍ଷ ଲୁଟ୍

ବାଣପୁର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କା ଲୁଟ୍ । ବାଲୁଗାଁ-ବାଣପୁର ବାଇପାସରୁ ଲୁଟ ହୋଇଛି ଏହି ଟଙ୍କା । ପୋଲିସ ଆଉଟ ପୋଷ୍ଟ ନିକଟରୁ ବିଳମ୍ବିତ ରାତିରେ ଲୁଟେରାମାନେ ବନ୍ଧୁକ ଦେଖାଇ ଲୁଟ କରିଛନ୍ତି । କାରରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ୪ଜଣ ଲୁଟେରା ଅନ୍ୟ ଏକ କାରରେ ପିଛା କରିଥିଲେ । ବାଲୁଗାଁ-ବାଣପୁର ବାଇପାସରେ ଲୁଟେରା ମାନେ ଆଗରେ ଯାଉଥିବା କାରକୁ ଅଟକାଇ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ । ପରେ ଟଙ୍କା ଥିବା ଏକ ବ୍ୟାଗ ଧରି ବାଣପୁର ରାସ୍ତାରେ ଚାଲିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ