Masthead

ବାଇପାସରୁ ୧୫ ଲକ୍ଷ ଲୁଟ୍

ବାଣପୁର(ବଡ଼ ଖବର ବ୍ୟୁରୋ): ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କା ଲୁଟ୍ । ବାଲୁଗାଁ-ବାଣପୁର ବାଇପାସରୁ ଲୁଟ ହୋଇଛି ଏହି ଟଙ୍କା । ପୋଲିସ ଆଉଟ ପୋଷ୍ଟ ନିକଟରୁ ବିଳମ୍ବିତ ରାତିରେ ଲୁଟେରାମାନେ ବନ୍ଧୁକ ଦେଖାଇ ଲୁଟ କରିଛନ୍ତି । କାରରେ ଭୁବନେଶ୍ୱରରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଜଣେ ବ୍ୟକ୍ତିଙ୍କୁ ୪ଜଣ ଲୁଟେରା ଅନ୍ୟ ଏକ କାରରେ ପିଛା କରିଥିଲେ । ବାଲୁଗାଁ-ବାଣପୁର ବାଇପାସରେ ଲୁଟେରା ମାନେ ଆଗରେ ଯାଉଥିବା କାରକୁ ଅଟକାଇ ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ । ପରେ ଟଙ୍କା ଥିବା ଏକ ବ୍ୟାଗ ଧରି ବାଣପୁର ରାସ୍ତାରେ ଚାଲିଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ