Masthead

୩୯ ମୃତକଙ୍କ ପାଇଁ ୧.୯୫ କୋଟି

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ବାହାନଗା ରେଳ ଦୁର୍ଘଟଣା । ଚିହ୍ନଟ ହୋଇଥିବା ଓଡ଼ିଶାର ୩୯ ଜଣ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫାଣ୍ଠିରୁ ୧.୯୫ କୋଟି ଟଙ୍କା ମଞ୍ଜୁର ହୋଇଛି । ୭ଟି ଜିଲ୍ଲାର ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ସହାୟତା ପ୍ରଦାନ କରାଯିବ । ମୃତକଙ୍କ ମଧ୍ୟରେ ଭଦ୍ରକର ୮ଜଣ, ଯାଜପୁରର ୨ଜଣ, ବାଲେଶ୍ୱରର ୧୪ଜଣ, ମୟୁରଭଞ୍ଜର ୯ଜଣ, ଖୋର୍ଦ୍ଧାର ୨ଜଣ, କଟକର ୩ଜଣ ଓ କେନ୍ଦୁଝରର ଜଣେ ବ୍ୟକ୍ତି ଅଛନ୍ତି। ମୃତକମାନଙ୍କର ନିକଟତମ ଆତ୍ମୀୟଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ସହାୟତା ପ୍ରଦାନ ଆରମ୍ଭ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ