Masthead

ପିପିଲି ଟୋଲ୍‌ ପ୍ଲାଜାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼, ୨ ରାଉଣ୍ଡ ଫାଙ୍କା ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଫେରାର

ପିପିଲି (ବଡ଼ ଖବର ବ୍ୟୁରୋ): ପିପିଲି ଟୋଲ୍‌ ପ୍ଲାଜାରେ ଦୁର୍ବୃତ୍ତଙ୍କ ଗୁଳିମାଡ଼ । ଟୋଲ୍‌ କର୍ମଚାରୀଙ୍କ ସହ ବଚସାରୁ ଫାଙ୍କା ଗୁଳିମାଡ଼ । ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ ପରେ ଫାଙ୍କା ଗୁଳିମାଡ଼ । ୭ ଜଣ ଦୁର୍ବୃତ୍ତ ଏକ କାରରେ ଭୁବନେଶ୍ବରରୁ ପୁରୀ ଯାଉଥିବା ବେଳେ ଟୋଲ୍ କର୍ମଚାରୀଙ୍କୁ ଆକ୍ରମଣ କରିଛନ୍ତି। ୨ ରାଉଣ୍ଡ ଫାଙ୍କା ଗୁଳିମାଡ଼ କରି ଦୁର୍ବୃତ୍ତମାନେ ଫେରାର ହୋଇଯାଇଛନ୍ତି। ଆକ୍ରମଣରେ ଟୋଲ୍ କର୍ମଚାରୀ ଆହତ ହୋଇଛନ୍ତି। ଘଟଣାସ୍ଥଳରୁ ଗୋଟିଏ ଗୁଳି ଜବତ କରି ପୋଲିସ ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ