Masthead

ଡ୍ରୋନ୍‌ ଷ୍ଟ୍ରାଇକରେ ୧୦ ଆଫଗାନଙ୍କ ମୃତ୍ୟୁ

(ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ତାଲିବାନର ବର୍ବରତା ବଢ଼ିଚାଲିଛି । ଭୟରେ ଅନେକ ଦେଶବସୀ ଦେଶଛାଡ଼ି ଚାଲିଯାଉଛନ୍ତି । ସେମାନଙ୍କର ଗୋଟିଏ ମାତ୍ର ଲକ୍ଷ୍ୟ ସେମାନେ ଦେଶରୁ କେଉଁଭଳି ସୁରକ୍ଷିତ ବାହାରକୁ ବାହରିବେ । ତେବେ କାବୁଲ ବିମାନବନ୍ଦରରେ ଦିନକୁ ଦିନ ସ୍ଥିତି ଅତି ଭୟଙ୍କର ହେବାରେ ଲାଗିଛି ।

କାବୁଲ ବିମାନବନ୍ଦରରେ ଆଇଏସ୍‌-ଖୋରାସାନ୍‌ର ବିସ୍ଫୋରଣ ଉଦ୍ୟମ ପଣ୍ଡ କରିବାକୁ ଯାଇ ରବିବାର ଆମେରିକା କରିଥିବା ଡ୍ରୋନ୍‌ ଷ୍ଟ୍ରାଇକରେ ୧୦ ଆଫଗାନଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୨ ବର୍ଷୀୟା ଶିଶୁଙ୍କଠାରୁ ଆରମ୍ଭ କରି ୪୦ ବର୍ଷ ବୟସର ନାଗରିକ ରହିଛନ୍ତି। ଆକ୍ରମଣରେ ଗୋଟିଏ ପରିବାରର ୧୦ ଜଣ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬ ଶିଶୁ ରହିଥିବା ଜଣେ ସମ୍ପର୍କିୟ ମହିଳା କହିଛନ୍ତି। ଆମେରିକାର ଏହି ଆକ୍ରମଣକୁ ତାଲିବାନ୍‌ ନିନ୍ଦା କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ